ଭୁବନେଶ୍ୱର: ଦୀର୍ଘ ୯ ମାସର ପ୍ରତୀକ୍ଷା ପରେ ଖୋଲିଛି ଶ୍ରୀ ଲିଙ୍ଗରାଜ ମନ୍ଦିର । ମନ୍ଦିର ଖୋଲିବା ପରେ ପ୍ରଥମେ ସେବାୟତ ଏବଂ ସେବାୟତଙ୍କ ପରିବାରକୁ ଦର୍ଶନ କରିବାର ସୁଯୋଗ ମିଲିଛି । ଆସନ୍ତା ୩୧ ତାରିଖ ପର୍ଯ୍ୟନ୍ତ କେବଳ ସେବାୟତଙ୍କ ପରିବାରକୁ ଦର୍ଶନ କରିବାର ଅନୁମତି ମିଳିବ । ନୂଆବର୍ଷରେ ଗହଳିକୁ ଦୃଷ୍ଟିରେ ରଖି ୧ ଏବଂ ୨ ତାରିଖ ଦିନ ମନ୍ଦିରକୁ ବନ୍ଦ ରଖିବାର ନିଷ୍ପତ୍ତି ନିଆଯାଇଛି । ତେବେ ୩ ରୁ ୫ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ୱରବାସୀ ଏବଂ ୬ ତାରିଖ ପରଠାରୁ ସାଧାରଣ ଲୋକେ ଦର୍ଶନ କରିବାର ସୁଯୋଗ ପାଇବେ । ମନ୍ଦିରରେ ଦର୍ଶନ ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି । ମନ୍ଦିର ସମ୍ମୁଖରେ ସ୍ୱତନ୍ତ୍ର ବ୍ୟାରିକେଡ୍ ବ୍ୟବସ୍ଥା କରାଯାଇଛି । ତେବେ ମନ୍ଦିର ମଧ୍ୟରେ କୋଭିଡ ଗାଇଡଲାଇନର କଡାକଡି ଭାବେ ପାଳନ କରାଯାଉଛି । ମାସ୍କ,ସନିଟାଇଜର ଏବଂ ସାମାଜିକ ଦୂରତାକୁ ବାଧ୍ୟତାମୂଳକ ରାଯାଇଛି ।
ଉତ୍ତର-ପୂର୍ବ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟିପ୍ରକୃତି ମିଶ୍ରଙ୍କ ଅଭିଯୋଗ ଉପରେ ସଞ୍ଜୟ ନାୟକଙ୍କ ଜବାବ, “ସତ କହିଲେ ଛାତି ଫାଟେ”ଭଙ୍ଗା ହେଲା ବାହନାଗା ହାଇସ୍କୁଲ:ହେବ ପୁନଃନିର୍ମାଣଭୁବନେଶ୍ୱର ଏମ୍ସରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଆଜିଠୁ କମ୍ପିବ କଳିଙ୍ଗଦିଲ୍ଲୀର ଡାକ୍ତରଖାନାରେ ଲାଗିଲା ନିଆଁଆଜି ମହାପ୍ରଭୁଙ୍କ ଶ୍ରୀଅଙ୍ଗରେ ଲାଗି ହେବ ଫୁଲୁରୀ ତେଲରଥଯାତ୍ରା ପାଇଁ ପୁରୀ ସହରକୁ ଜଗିବେ ୧୮୦ ପ୍ଲାଟୁନ ପୋଲିସ ଫୋର୍ସହାଇସିକ୍ୟୁରିଟି ନମ୍ବର ନଥିଲେ ଚାଳକଙ୍କୁ ନିସ୍ତାର ନାହିଁସ୍ୱାମୀ ଓ ଶାଶୁକୁ ବିଷ ଦେଲା ବୋହୂ