କଟକ, କଟକରେ ଏକ ଫାଇନାନ୍ସ କମ୍ପାନିରୁ ବଡ଼ ଧରଣର ଡକାୟତି ହୋଇଛି । ମିଳିଥିବା ସୂଚନା ଅନୁଯାୟୀ, କଟକର ଆଇଆଇଏଫ୍ଏଲ୍ ନାମକ ଏକ ଫାଇନାନ୍ସ କଂପାନିରୁ ୧୨କୋଟି ଟଙ୍କା ଡକାୟତି ହୋଇଥିବା ଜଣାପଡ଼ିଛି । ଆଜି ସକାଳେ ଚାରିଜଣ ବନ୍ଧୁକଧାରୀ ଫାଇନାନ୍ସ କଂପାନି ଅଫିସ ଭିତରକୁ ପଶି କର୍ମଚାରୀମାନଙ୍କୁ ଭୟଭୀତ କରି ୧୨କୋଟି ଟଙ୍କା ଲୁଟି ନେଇଥିବା ଅଭିଯୋଗ ହୋଇଛି। ଏଥିସହ ବହୁ ପରିମାଣର ସୁନାଗହଣା ମଧ୍ୟ ଲୁଟ ହୋଇଥିବା କୁହାଯାଉଛି।ଘଟଣାସ୍ଥଳରେ ଲାଲବାଗ ଥାନା ପୁଲସି ପହଞ୍ଚି ତଦନ୍ତ ଆରମ୍ଭ କରିଥିବାବେଳେ ସିସିଟିଭି ଫୁଟେଜ୍ ଜବତ କରିଛି। କମିଶନ୍ରେଟ୍ ପୁଲିସ ପକ୍ଷରୁ ସ୍ବତନ୍ତ୍ର ଏକ ଟିମ ଗଠନ କରି ର୍ଦୁବୃତ୍ତଙ୍କୁ ଠାବ କରାଯିବ ବୋଲି ସୂଚନା ମିଳିଛି।
ଭୂମିକମ୍ପରେ ଥରିଲା ୩ ଦେଶହୋର୍ଡିଂ ଉପରୁ ୨ ଘଣ୍ଟା ପରେ ଉଦ୍ଧାର ହେଲେ ଯୁବକପୁରୀରେ ମମତା ବାନାର୍ଜୀଆଜି ୪ ଘଣ୍ଟା ବନ୍ଦ ରହିବ ଶ୍ରୀଜିଉଙ୍କ ଦର୍ଶନବିଧାନସଭାରେ ହଟ୍ଟଗୋଳଗୃହରେ ଜଙ୍ଗଲ ନିଆଁଆଜି ଗିରଫ ହୋଇପାରନ୍ତି ଡୋନାଲ୍ଡ ଟ୍ରମ୍ପଜାଣନ୍ତୁ ବିଲେଇ ଘରେ ମରିବା ଶୁଭ ନା ଅଶୁଭANS NEWS SUPERFAST [email protected]ଗୋଟେ ଲିମିଟ୍ ଠାରୁ ଅଧିକ ଲୁଣ ସାଜିପାରେ ମୃତ୍ୟୁର କାରଣ