କଟକ, କଟକରୁ ବଡ ଧରଣର ବାଇକ୍ ଲୁଟେରା ଗ୍ୟାଙ୍ଗ୍ ଠାବ ହୋଇଛି । କଟକ ଜଗତପୁର ଥାନା ପୋଲିସ କବଜାରେ ଏବେ ଲୁଟେରା ଗ୍ୟାଙ୍ଗ୍ । ଗ୍ୟାଙ୍ଗର ୫ ଜଣ ସଦସ୍ୟଙ୍କୁ ଗିରଫ କରିଛି ପୋଲିସ । ସେମାନଙ୍କ ନିକଟରୁ ୩୫ଟି ଚୋରା ବାଇକ୍ ଜବତ କରାଯାଇଛି । ଏ ନେଇ କଟକ ଡିସିପି ପ୍ରତୀକ ସିଂ ସୂଚନା ଦେଇଛନ୍ତି। ଏହି ଲୁଟେରାମାନେ ବିଭିନ୍ନ ସ୍ଥାନରେ ଲୋକଙ୍କୁ ଟାର୍ଗେଟ୍ କରି ବାଇକ୍ ଚୋରି କରୁଥିଲେ । ପୋଲିସ ଏମାନଙ୍କ ଉପରେ ନଜର ରଖିଥିଲା । ଶେଷରେ ଧରାପଡ଼ିଲେ ଏହି ଗ୍ୟାଙ୍ଗ ଲୁଟେରା ।
ସବୁଆଡେ ମାତିଛନ୍ତି ଲୁଟେରାଓଡ଼ିଶା ପୋଲିସର ନୂତନ ପଦକ୍ଷେପଚଢ଼ା ଦରରେ ବିକ୍ରି ହେଲେ ହେବ କାର୍ଯ୍ୟ ଅନୁଷ୍ଠାନକଏଦୀଙ୍କ ମୃତଦେହ ଉଦ୍ଧାରଓଡ଼ିଶା ଆସିବେ ଅମିତ୍ ଶାହପୁଣି ଟ୍ରେନରେ ଲାଗିଲା ନିଁଆଗରମ ସାଙ୍ଗକୁ ଅସହ୍ୟ ଗୁଳୁଗୁଳିଉତ୍ତର-ପୂର୍ବ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟିପ୍ରକୃତି ମିଶ୍ରଙ୍କ ଅଭିଯୋଗ ଉପରେ ସଞ୍ଜୟ ନାୟକଙ୍କ ଜବାବ, “ସତ କହିଲେ ଛାତି ଫାଟେ”ଭଙ୍ଗା ହେଲା ବାହନାଗା ହାଇସ୍କୁଲ:ହେବ ପୁନଃନିର୍ମାଣ