lowpresser

ଆସୁଛି ଆଉ ଏକ ଲଘୁଚାପ, ୨୭ରେ ଅବପାତ ସମ୍ଭାବନା 

  • Post category:ଓଡିଶା
  • Reading time:1 mins read

ଭୁବନେଶ୍ୱର(ଏଏନଏସ): ଆସୁଛି ଆଉ ଏକ ଲଘୁଚାପ । ଆସନ୍ତା ୨୫ ତାରିଖରେ ଦକ୍ଷିଣ ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଘୂର୍ଣ୍ଣିବଳୟ । ଏନେଇ ସୂଚନା ଦେଇଛନ୍ତି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଏହି ଘୂର୍ଣ୍ଣିବଳୟ ୨୬ ତାରିଖରେ ଲଘୁଚାପର ରୂପ ନେବା ପରେ ୨୭ରେ ଅବପାତରେ ପରିଣତ ହୋଇପାରେ ବୋଲି ସୂଚନା ରହିଛି। ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରିବା ବୋଲି ଅନୁମାନ କରାଯାଉଛି ।

ଅନ୍ୟମାନଙ୍କୁ ଜଣାନ୍ତୁ।