ଆଜି ହେଉଛି କାର୍ତ୍ତିକ ମାସର ଶେଷ ଦିନ ଅର୍ଥାତ କାର୍ତ୍ତିକ ପୂର୍ଣ୍ଣିମା । ଆଗି ହେଉଛି ୨୦୨୦ର ଶେଷ ଚନ୍ଦ୍ରଗ୍ରହଣ । ଏହି ଚନ୍ଦ୍ରଗ୍ରହଣ ଭାରତ, ଆମେରିକା, ଅଷ୍ଟ୍ରେଲିଆ, ପ୍ରଶାନ୍ତ ମହାସାଗର ଏବଂ ଏସିଆ ମହାଦେଶ ଅଂଚଳରେ ଦେଖାଯିବ । ଏହି ଗ୍ରହଣ ଆଜି ଦିନ ୧.୦୨ ମିନିଟ୍ ୨୨ ସେକେଣ୍ଡରୁ ଆରମ୍ଭ ହୋଇ ଅପରାହ୍ଣ ୫.୨୩ ସେକେଣ୍ଡ ପର୍ଯ୍ୟନ୍ତ ଚାଲିବ । ଜ୍ୟୋତିଷ ଶାସ୍ତ୍ର ଅନୁସାରେ ଆଜିର ଚନ୍ଦ୍ରଗ୍ରହଣ ବେଶ ପ୍ରଭାବଶାଳୀ । କାର୍ତ୍ତିକ ମାସ ଶୁକ୍ଳପକ୍ଷ ପୂର୍ଣ୍ଣିମା ତିଥି ସହ ସୋମବାରରେ ଏହି ଚନ୍ଦ୍ରଗ୍ରହଣ ପଡୁଥିବାରୁ ଏହାର ଅନେକ ଗୁରୁତ୍ୱ ରହିଛି ।
ରାଜ୍ୟବାସୀଙ୍କ ପାଇଁ ଉତ୍କଳ ଦିବସ ଭେଟିନିଜକୁ ଗୁଳି କରି ଆତ୍ମହତ୍ୟାଆମେରିକାରେ ଅନୁପ୍ରବେଶ କରୁଥିବା ୬ ଜଣଙ୍କ ମୃତ୍ୟୁକୋଟିଆ ଗସ୍ତରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଜାଣନ୍ତୁ କେଉଁଦିନ ନଖ କାଟିବେ ନାହିଁ୫ଟି ସଚିବଙ୍କ ମଧୁ ସ୍ମୃତି ପୀଠ ପରିଦର୍ଶନବିହାରରେ ବ୍ୟାପକ ହିଂସାANS NEWS SUPERFAST [email protected]ସାଉଦିଆରବରେ ପ୍ରବାସୀ ଓଡିଆଙ୍କ ଦ୍ୱାରା ପାଳିତ ହେଲା ଉତ୍କଳ ଦିବସନକଲି ସାର୍ଟିଫିକେଟ ମାମଲାରେ ବଲାଙ୍ଗୀର ଯାଇ ତଦନ୍ତ କରିବ କ୍ରାଇମବ୍ରାନଞ୍ଚ