ଯାଜପୁର: ଦୀର୍ଘ ଦିନ ପରେ ଆସନ୍ତା ୨୯ ତାରିଖରେ ଖୋଲିବାକୁ ଯାଉଛି ଯାଜପୁରର ମା’ ବିରଜାଙ୍କ ମନ୍ଦିର । ଏନେଇ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି ଯାଜପୁର ଜିଲ୍ଳାପାଳ । ସକାଳ ୬ରୁ ସନ୍ଧ୍ୟା ୫ଟା ଯାଏ ଦର୍ଶନ କରିପାରିବେ ଭକ୍ତ । ନୂଆବର୍ଷରେ ଗହଳିକୁ ନଜରରେ ରଖି ଜାନୁଆରି ୧, ୨ ଓ ୩ ତାରିଖରେ ମନ୍ଦିର ବନ୍ଦ ରହିବ ଲାଗି ମଧ୍ୟ ନିଷ୍ପତ୍ତି ନିଆଯାଇଛି । ତେବେ କୋଭିଡ ନିୟମ ପାଳନକୁ କଡ଼ାକଡ଼ି କରାଯିବ ବୋଲି ଜିଲ୍ଲାପାଳ କହିଛନ୍ତି।
ଉତ୍ତର-ପୂର୍ବ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟିପ୍ରକୃତି ମିଶ୍ରଙ୍କ ଅଭିଯୋଗ ଉପରେ ସଞ୍ଜୟ ନାୟକଙ୍କ ଜବାବ, “ସତ କହିଲେ ଛାତି ଫାଟେ”ଭଙ୍ଗା ହେଲା ବାହନାଗା ହାଇସ୍କୁଲ:ହେବ ପୁନଃନିର୍ମାଣଭୁବନେଶ୍ୱର ଏମ୍ସରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଆଜିଠୁ କମ୍ପିବ କଳିଙ୍ଗଦିଲ୍ଲୀର ଡାକ୍ତରଖାନାରେ ଲାଗିଲା ନିଆଁଆଜି ମହାପ୍ରଭୁଙ୍କ ଶ୍ରୀଅଙ୍ଗରେ ଲାଗି ହେବ ଫୁଲୁରୀ ତେଲରଥଯାତ୍ରା ପାଇଁ ପୁରୀ ସହରକୁ ଜଗିବେ ୧୮୦ ପ୍ଲାଟୁନ ପୋଲିସ ଫୋର୍ସହାଇସିକ୍ୟୁରିଟି ନମ୍ବର ନଥିଲେ ଚାଳକଙ୍କୁ ନିସ୍ତାର ନାହିଁସ୍ୱାମୀ ଓ ଶାଶୁକୁ ବିଷ ଦେଲା ବୋହୂ