କଟକ, ଟ୍ରକ ଦ୍ୱାରା ଚାପି ହୋଇ ମାହାଙ୍ଗା ଡବଲ ମର୍ଡର ଘଟଣାର ମୁଖ୍ୟ ଅଭିଯୁକ୍ତ ପ୍ରଫୁଲ ବିଶ୍ବାଳଙ୍କ ମୃତ୍ୟୁ ହୋଇଛି | ଗତକାଲି ବିଳମ୍ବିତ ରାତ୍ରିରେ ଏହି ଘଟଣା ଘଟିଥିବାର ସୂଚନା ମିଳିଛି | ହତ୍ୟାକାଣ୍ଡ ପରଠାରୁ ଫେରାର ଥିଲା ଅଭିଯୁକ୍ତ ପ୍ରଫୁଲ୍ଲ | ତେବେ କଟକ ନିର୍ଗୁଣ୍ଡି ଟୋଲ ଗେଟ ନିକଟରୁ ମୃତ ଦେହ ଉଦ୍ଧାର କରିଛି ଟାଙ୍ଗି ପୋଲିସ | ଶବକୁ ଉଦ୍ଧାର କରି ତଦନ୍ତ ଆରମ୍ଭ କରିଛି ପୋଲିସ |
ଗୋଟାଏ ଦିନରେ କୋଟିପତି ହେଲେ ଦିନ ମଜୁରିଆଆଜିଠୁ ରାଜ୍ୟରେ ବୁଲିଲା ୩୪ ସାଇବର ସୁରକ୍ଷା ରଥ, ଅକ୍ଟୋବର ୧୫ ଯାଏଁ କରେଇବ ସଚେତନବିହାରରେ ସରିଲା ଜାତିଗତ ଗଣନା, ରିପୋର୍ଟ ଜାରି କଲେ ସରକାରଅମିତ ଶାହାଙ୍କୁ ଭେଟିଲେ ସୌମ୍ୟସକ୍ରିୟ ଲଘୁଚାପ: ୫ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ, ମତ୍ସଜୀବୀଙ୍କୁ ସମୁଦ୍ର ନ ଯିବାକୁ ବାରଣଆଜି ମଧ୍ୟପ୍ରଦେଶ ଗସ୍ତରେ ପ୍ରଧାନମନ୍ତ୍ରୀ, ଉଦଘାଟନ କରିବେ ଦିଲ୍ଲୀ-ଭଦୋଦରା ଏକ୍ସପ୍ରେସଆଜି ମହାତ୍ମା ଗାନ୍ଧି ଓ ଶାସ୍ତ୍ରୀଙ୍କ ଜୟନ୍ତୀଆଜିଠୁ ରାଜ୍ୟର ୪ ଜିଲ୍ଲାରେ ଆରମ୍ଭ ହେବ ଲକ୍ଷ୍ମୀ ବସ ସେବା; ମୁଖ୍ୟମନ୍ତ୍ରୀ କରିବେ ଶୁଭାରମ୍ଭକଟକ ବଡ଼ ମେଡିକାଲରେ ପାଣି ସମସ୍ୟା; ରୋଗୀ ହନ୍ତସନ୍ତଅନଲାଇନ ଗେମ୍ ହେଲା ମହଙ୍ଗା; ଲାଗୁ ହେଲା ୨୮% GST