ଢେଙ୍କାନାଳ ଜିଲ୍ଲାର ପର୍ଜଙ୍ଗ ଥାନା ଅନ୍ତର୍ଗତ ଜାତୀୟ ରାଜପଥର ହାତୀଲୁଚାଣୀ ଠାରେ ଏକ ଦାମୀ(ଟାଟା ଡିକର ନଂ ଓଆର ୨୧ବି ୨୩୭୨ ) ଗାଡିରେ ଦେଶୀ ମଦ ଯାଉଥିଲା । କୌଣସି ସୂତ୍ରରୁ ପୋଲିସ ଖବରପାଇ ଘଟଣାସ୍ଥଳରେ ପହଞ୍ଚି ଗାଡ଼ିକୁ ଜବତ କରିଛି । ଏହି ଗାଡିରୁ ୨୫୦ଲି ଦେଶୀ ମଦ, ୫ଟି ଜାରକିନିରେ ନିଆଯାଉଥିଲା । ଏଥିରେ ସମ୍ପୃକ୍ତ ଥିବା ଡ୍ରାଇଭର ସହ ଅନ୍ୟ ଦୁଇ ଜଣଙ୍କୁ ଗିରଫ କରାଯାଇଥିବା ବେଳେ ମୁଖ୍ୟ ଆସାମୀକୁ ଖୁବ୍ ଶୀଘ୍ର ଧରା ହେବ ଥାନାଧିକାରୀ ସୌଭାଗ୍ଯ କୁମାର ସ୍ବାଇଁ ଜଣାଇଛନ୍ତି ।
ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗରେ ପ୍ରଧାନ ଶିକ୍ଷକ ଗିରଫରାହୁଲ ଗାନ୍ଧୀଙ୍କ ପାଇଁ ବଢିଲା ଅଡୁଆନବରାତ୍ରୀରେ ଘର ପାଇଁ କିଣନ୍ତୁ ଏହି ୫ଟି ଜିନିଷକୂଅରେ ପଡିଲେ ୨୫ରୁ ଅଧିକ ଭକ୍ତକର୍ଣ୍ଣାଟକ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣାANS NEWS SUPERFAST [email protected]ଆଜିଠୁ ପୁରୀରେ ଆରମ୍ଭ ସାହିଯାତବଢୁଛି କରୋନା ସଂକ୍ରମଣଘୃଣା ଭାଷଣକୁ ନେଇ ସୁପ୍ରିମକୋର୍ଟଙ୍କ ବଡ ବୟାନରଥଯାତ୍ରା ପାଇଁ ଗଞ୍ଜାମ ଉତ୍ତର ଘୁମୁସର ବନ ଖଣ୍ଡରୁ କାଠକଟା ଆରମ୍ଭ