You are currently viewing ଦୁର୍ବୁତ୍ତଙ୍କ ଖଣ୍ଡା ଚୋଟରେ ଦୁର୍ଦ୍ଦାନ୍ତ ଅପରାଧୀ ମୃତ

ଦୁର୍ବୁତ୍ତଙ୍କ ଖଣ୍ଡା ଚୋଟରେ ଦୁର୍ଦ୍ଦାନ୍ତ ଅପରାଧୀ ମୃତ

କଟକ, ପୂର୍ବଶତ୍ରୁତାକୁ କେନ୍ଦ୍ର କରି ଘଟିଛି ଏକ ଅଘଟଣ । ଦୁର୍ବୁତ୍ତଙ୍କ ଖଣ୍ଡା ଚୋଟରେ ପ୍ରାଣ ହରାଇଛି ଦୁର୍ଦ୍ଦାନ୍ତ ଅପରାଧୀ ହାଡ଼ିଆ ଓରଫ୍ ପ୍ରକାଶ ବେହେରା । ପ୍ରଥମେ ଗୁରୁତର ଅବସ୍ଥାରେ ତାକୁ ମେଡ଼ିକାଲରେ ଭର୍ତ୍ତିକରାଯାଇଥିଲା । ସେଠାରେ ଡାକ୍ତର ତାକୁ ମୃତ ଘୋଷଣା କରିଛନ୍ତି । ଘଟଣାସ୍ଥଳରେ ବିଡ଼ାନାସୀ ପୋଲିସ ପହଞ୍ଚି ଶବ ଜବତ କରିବା ସହ, ତଦନ୍ତ ମଧ୍ୟ ଚଳାଇଛି ।

ଅନ୍ୟମାନଙ୍କୁ ଜଣାନ୍ତୁ।