You are currently viewing ପୋଲିସ ଇନଫର୍ମର ସନ୍ଦେହରେ ମାଓବାଦୀ ନେଲେ ଦୁଇ ଜୀବନ

ପୋଲିସ ଇନଫର୍ମର ସନ୍ଦେହରେ ମାଓବାଦୀ ନେଲେ ଦୁଇ ଜୀବନ

ମାଲକାନଗିରି, ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ର ବିଜାପୁର ଜିଲ୍ଲାରେ ମାଓବାଦୀମାନେ ଏକ ବର୍ବର କାଣ୍ଡ ଘଟାଇଛନ୍ତି। ପୁଲିସ ଇନଫର୍ମର ସନ୍ଦେହ କରି ଦୁଇଜଣଙ୍କୁ ଧାରୁଆ ଅସ୍ତ୍ରରେ ହତ୍ୟା କରିଛନ୍ତି ମାଓବାଦୀ। ଏଥିରେ ପ୍ରାଣ ହରାଇଥିବା ବ୍ୟକ୍ତଦୁହେଁ  ହେଲେ ଗଙ୍ଗଲା ଗାଁର ଉପ ସରପଞ୍ଚ ଏବଂ ୱାଡ଼ ମେମ୍ବର । ମାଓବାଦୀମାନେ ପରିବାର ଲୋକଙ୍କ ସାମ୍ନାରେ ନିର୍ମମ ଭାବେ ଧାରୁଆ ଅସ୍ତ୍ରରେ ହତ୍ୟା କରିଥିବା ବିଜାପୁର ଏସପି ସୂଚନା ଦେଇଛନ୍ତି ।

ଅନ୍ୟମାନଙ୍କୁ ଜଣାନ୍ତୁ।