ମାଲକାନଗିରି, ଜିଲ୍ଲାରେ ପୁଣିଥରେ ମାଓବାଦୀ ମାନେ ଘଟାଇଛନ୍ତି ଉନ୍ମୁକ୍ତକାଣ୍ଡ । ଆନ୍ଧ୍ର ଓ ଓଡ଼ିଶା ସୀମାନ୍ତ ମାଲକାନଗିରି ଅଞ୍ଚଳର ଜଣେ ବ୍ୟକ୍ତିଙ୍କୁ ପୋଲିସ ଇନଫରର୍ମର ଭାବେ ସନ୍ଦେହ କରି, ଘରୁ ଡାକି ନେଇ ଧାରୁଆ ଅସ୍ତ୍ରରେ ହତ୍ୟା କରିଛନ୍ତି । ସୂଚନା ଅନୁଯାୟୀ ମୃତକ ଜଣକ ହେଉଛନ୍ତି ଚିନ୍ତାଗୁରୁ ଗାଁର ସତୀଶ ବାବୁ । ବିଳମ୍ବିତ ରାତିରେ ସତୀଶଙ୍କୁ ୨୦ରୁ ଅଧିକ ମାଓବାଦୀ ଘରୁ ଡାକି ନେଇଥିଲେ । ଗାଁ ମୁଣ୍ଡରେ ହତ୍ୟା କରିଥିଲେ ଏବଂ ଘଟଣା ସ୍ଥଳରେ ଏକ ଚିଠି ଛାଡ଼ିଥିଲେ।
ପତ୍ନୀ ହନ୍ତା ସ୍ୱାମୀକୁ ଆଜୀବନ ଜେଲ ଦଣ୍ଡାଦେଶ ଶୁଣାଇଲେ ଭଦ୍ରକର ଅତିରିକ୍ତ ଜିଲ୍ଲା ଦୌରାଜଜ୍ଜଙ୍ଗଲରୁ ମିଳିଲା ପ୍ରେମୀଯୁଗଳଙ୍କ ମୃତ ଦେହଡିଜେ ଆଜେକ୍ସ ମୃତ୍ୟୁ ମାମଲାରେ ନୂଆ ମୋଡକାର ଧକ୍କାରେ ଚାଲିଗଲା ତିନି ଶିଶୁଙ୍କ ଜୀବନନଦୀକୁ ଡେଇଁଲେ ମହିଳାଏପ୍ରିଲ ୨୦ରେ ବର୍ଷର ପ୍ରଥମ ସୂର୍ଯ୍ୟ ପରାଗANS NEWS SUPERFAST [email protected]ରାଜ୍ୟରେ ୨୪ ଘଣ୍ଟା ୧୭ଜଣ ନୂଆ କୋଭିଡ ଆକ୍ରାନ୍ତ ଚିହ୍ନଟଜାଣନ୍ତୁ ଗରମ ପାଣି ଶରୀର ପାଇଁ କେତେ ଲାଭକାରୀବଢୁଛି କରୋନା ଚିନ୍ତା