ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ସନ୍ଧ୍ୟା ୫ଟାରେ ବସିବ ମନ୍ତ୍ରୀ ପରିଷଦ ବୈଠକ। ରାଜ୍ୟରେ କରୋନା ସ୍ଥିତିକୁ ଦେଖି ମନ୍ତ୍ରୀ ପରିଷଦରେ କିଛି ବଡ଼ ଧରଣର ନିଷ୍ପତ୍ତି ହେବାର ସୂଚନା ମିଳିଛି। ନବୀନ ନିବାସରୁ ଭିଡିଓ କନଫରେନ୍ସିଂ ଜରିଆରେ ମୁଖ୍ୟମନ୍ତ୍ରୀ ଏହି ବୈଠକରେ ସାମିଲ ହେବେ। ସେହିପରି ଭୁବନେଶ୍ବରରେ ଥିବା ମନ୍ତ୍ରୀମାନେ ଲୋକସେବା ଭବନ ଓ ଜିଲ୍ଲାରେ ଥିବା ଅନ୍ୟମନ୍ତ୍ରୀମାନେ ସମ୍ପୃକ୍ତ ଜିଲ୍ଲାପାଳଙ୍କ ଭିଡିଓ କନ୍ଫରେନ୍ସିଂ ପ୍ରକୋଷ୍ଠରୁ ସାମିଲ ହେବେ।
ANS NEWS SUPERFAST [email protected]ସାଉଦିଆରବରେ ପ୍ରବାସୀ ଓଡିଆଙ୍କ ଦ୍ୱାରା ପାଳିତ ହେଲା ଉତ୍କଳ ଦିବସନକଲି ସାର୍ଟିଫିକେଟ ମାମଲାରେ ବଲାଙ୍ଗୀର ଯାଇ ତଦନ୍ତ କରିବ କ୍ରାଇମବ୍ରାନଞ୍ଚମୁଖ୍ୟମନ୍ତ୍ରୀ ଭଗୱନ୍ତ ମାନଙ୍କ ଝିଅକୁ ହତ୍ୟା ଧମକସ୍ୱାସ୍ଥ୍ୟପାଇଁ ଉପକାରୀ ଆମ୍ବପତ୍ରନାରୀ ବେଶରେ ପୁରୁଷ କରନ୍ତି ପୂଜାବନ୍ଦ ହୋଇଗଲା ବିଧାନସଭାର ବଜେଟ ଅଧିବେଶନଭୁବନେଶ୍ୱରରୁ ଦୁବାଇକୁ ଉଡିବ ବିମାନ ଘଞ୍ଚ ଜଙ୍ଗଲ ଭିତରୁ ମିଳିଲା ନର କଙ୍କାଳଟ୍ୱିନ ସିଟିରେ ଗଡିବ ମେଟ୍ରୋ !