You are currently viewing ମନ୍ତ୍ରୀ ପଦ୍ମିନୀ ଦିଆନ କରୋନା ଆକ୍ରାନ୍ତ

ମନ୍ତ୍ରୀ ପଦ୍ମିନୀ ଦିଆନ କରୋନା ଆକ୍ରାନ୍ତ

ଭୁବନେଶ୍ୱର, ରାଜ୍ୟ ହସ୍ତ ଓ ବୟନ ଶିଳ୍ପ ମନ୍ତ୍ରୀ ପଦ୍ମିନୀ ଦିଆନ କରୋନାରେ ଆକ୍ରାନ୍ତ ହୋଇଛନ୍ତି । ଏନେଇ ସେ ନିଜେ ସୂଚନା ଦେଇଛନ୍ତି । ଏହାସହ ସେ ହୋମ ଆଇସୋଲେସନରେ ରହିବା ସହ ସୁସ୍ଥ ଅଛନ୍ତି । ଗତ କିଛି ଦିନ ମଧ୍ୟରେ ତାଙ୍କ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିମାନେ ସଙ୍ଗରୋଧରେ ରହିବା ସହ ତୁରନ୍ତ ନିଜର କରୋନା ଟେଷ୍ଟ କରାଇ ନେବାକୁ ମନ୍ତ୍ରୀ ଅନୁରୋଧ କରିଛନ୍ତି ।

ଅନ୍ୟମାନଙ୍କୁ ଜଣାନ୍ତୁ।