ରାଜ୍ୟରେ ପ୍ଲାଜମା ଥେରାପୀକୁ ବେଶ ଗୁରୁତ୍ୱ ଦିଆଯାଇଛି । କାରଣ ଏହାଦ୍ୱାରା କରୋନା ରୋଗି ଦୃତ ଗତିରେ ଆରୋଗ୍ୟ ଲାଭ କରୁଛନ୍ତି । କେଣୁ ମାନ୍ୟବର ମୁଖ୍ୟମନ୍ତ୍ରୀ ରାଜ୍ୟରେ ମନ୍ତ୍ରୀମାନଙ୍କୁ ପ୍ଲାଜମା ଦାନକୁ ଉତ୍ସାହିତ କରିବା ପାଇଁ ବିଭିନ୍ନ ଜିଲ୍ଲା ଦାୟିତ୍ୱ ଦେଇଛନ୍ତି । ମନ୍ତ୍ରୀ ନିରଞ୍ଜନ ପୂଜାରୀଙ୍କୁ ପୁରୀ, ବିକ୍ରମ କେଶରୀ ଆରୁଖଙ୍କୁ କନ୍ଧମାଳ ଓ ଗଞ୍ଜାମ, ପ୍ରଫୁଲ କୁମାର ମଲ୍ଲୀକଙ୍କୁ ବରଗଡ଼, ରଣେନ୍ଦ୍ର ପ୍ରତାପ ସ୍ୱାଇଁଙ୍କୁ ଭଦ୍ରକ ଓ କେନ୍ଦ୍ରପଡ଼ା, ପଦ୍ମନାଭ ବେହେରାଙ୍କୁ ଝାରସୁଗୁଡ଼ା ଓ ବୌଦ୍ଧ, ପ୍ରତାପ ଜେନାଙ୍କୁ ମୟୁରଭଞ୍ଜ ଓ କଟକ, ଅରୁଣ ସାହୁଙ୍କୁ ନୟାଗଡ଼ ଓ ଖୋର୍ଦ୍ଧା, ସୁଦାମ ମରାଣ୍ଡିଙ୍କୁ ସୋନୁପର, ସୁଶାନ୍ତ ସିଂଙ୍କୁ ବଲାଙ୍ଗୀର ଓ ସମ୍ବଲପୁର, ନବକିଶୋର ଦାସଙ୍କୁ କଳାହାଣ୍ଡି ଓ ନୂଆପଡ଼ା, ଟୁକୁନି ସାହୁଙ୍କୁ ଦେବଗଡ଼ ଓ ସୁନ୍ଦରଗଡ଼, ଜଗନ୍ନାଥ ସାରକାଙ୍କୁ ଗଜପତି ଓ କୋରାପୁଟ, ଦିବ୍ୟଶଙ୍କର ମିଶ୍ରଙ୍କୁ ଢ଼େଙ୍କାନାଳ, ଅଶୋକ ଚନ୍ଦ୍ରପଣ୍ଡାଙ୍କୁ ଅନୁଗୁଳ, ସମୀର ରଞ୍ଜନ ଦାଶଙ୍କୁ ଯାଜପୁର, ଜ୍ୟୋତିପ୍ରକାଶ ପାଣିଗ୍ରାହୀଙ୍କୁ ବାଲେଶ୍ୱର, ପ୍ରେମାନନ୍ଦ ନାୟକଙ୍କୁ କେନ୍ଦୁଝର, ରଘୁନନ୍ଦନ ଦାସଙ୍କୁ ଜଗତସିଂପୁର ଓ ନବରଙ୍ଗପୁର, ପଦ୍ମିନୀ ଦିଆନଙ୍କୁ ରାୟଗଡ଼ା, ତୁଷାରକାନ୍ତି ମେହେରାଙ୍କୁ ମାଲକାନଗିରି ଦାୟିତ୍ୱ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।
ପତ୍ନୀ ହନ୍ତା ସ୍ୱାମୀକୁ ଆଜୀବନ ଜେଲ ଦଣ୍ଡାଦେଶ ଶୁଣାଇଲେ ଭଦ୍ରକର ଅତିରିକ୍ତ ଜିଲ୍ଲା ଦୌରାଜଜ୍ଜଙ୍ଗଲରୁ ମିଳିଲା ପ୍ରେମୀଯୁଗଳଙ୍କ ମୃତ ଦେହଡିଜେ ଆଜେକ୍ସ ମୃତ୍ୟୁ ମାମଲାରେ ନୂଆ ମୋଡକାର ଧକ୍କାରେ ଚାଲିଗଲା ତିନି ଶିଶୁଙ୍କ ଜୀବନନଦୀକୁ ଡେଇଁଲେ ମହିଳାଏପ୍ରିଲ ୨୦ରେ ବର୍ଷର ପ୍ରଥମ ସୂର୍ଯ୍ୟ ପରାଗANS NEWS SUPERFAST 2[email protected]ରାଜ୍ୟରେ ୨୪ ଘଣ୍ଟା ୧୭ଜଣ ନୂଆ କୋଭିଡ ଆକ୍ରାନ୍ତ ଚିହ୍ନଟଜାଣନ୍ତୁ ଗରମ ପାଣି ଶରୀର ପାଇଁ କେତେ ଲାଭକାରୀବଢୁଛି କରୋନା ଚିନ୍ତା