ସୁନ୍ଦରଗଡ଼, ପାକିସ୍ତାନର ଲାହୋର ଜେଲରେ ଦୀର୍ଘ ୨୦ ବର୍ଷରୁ ଊର୍ଦ୍ଧ୍ୱ ଜେଲ ସଜ୍ଜା କଟାଇବା ପରେ ଗାଁକୁ କିଛିଦିନ ପୂର୍ବରୁ ଫେରିଥିଲେ ବିରଜୁ କୁଲୁ । ତେବେ ଘରକୁ ଫେରିବାର କିଛିଦିନ ପରେ ଗତ ୨ ତାରିଖରୁ ସେ ନିଖୋଜ ଥିଲେ । ଆଜି ତାଙ୍କୁ ତାଳଚେରରୁ ସ୍ଥାନୀୟ ପୋଲିସ ଉଦ୍ଧାର କରିଥିବା ଜଣାପଡ଼ିଛି । ତେବେ ମାନସିକ ଭାରସାମ୍ୟ ହରାଇ ସେ ଘରୁ ବାହାରି ଟ୍ରକରେ ଚାଲିଯାଇଥିଲେ ବୋଲି ଜଣାପଡ଼ିଛି । ତାଳଚେର ଅଞ୍ଚଳରେ ସେ ବୁଲୁଥିବା ସମୟରେ ସ୍ଥାନୀୟ ପୋଲିସ ତାଙ୍କୁ ଉଦ୍ଧାର କରିଥିଲା ।
ବାହାନଗା ସ୍କୁଲ୍ରେ ହେବ ଶୁଦ୍ଧିକରଣଉନ୍ମୋଚନ ହେଲା ଓଡ଼ିଶା ଆମ୍ବ ଲୋଗୋଯାଜପୁର କଳିଙ୍ଗନଗର ଡୁବୁରୀ ଛକରେ ଭୟାବହ ଅଗ୍ନିକାଣ୍ଡଆଜି ମହାପ୍ରଭୁଙ୍କ ଅଣସର ସେବାର ଚତୁର୍ଥ ଦିନୟୁଟ୍ୟୁବର ‘ଅନ୍ ଟାଲେଣ୍ଟେଡ୍ ଗାଏ’ର ଚ୍ୟାନେଲ ବ୍ୟାନ୍ଗାଧୋଇବାବେଳେ ପୋଖରୀରେ ବୁଡ଼ି ୨ ମହିଳା ମୃତଅପରାହ୍ନ ୪ଟାରେ ପ୍ରକାଶ ପାଇବ ଯୁକ୍ତ ଦୁଇ କଳା ପରୀକ୍ଷା ଫଳଯାତ୍ରୀଙ୍କୁ ନେଇ ପୁରୀରୁ କୋଲକାତା ଯାଉଥିବା ବସ୍ ଅଟକମୋଦୀଙ୍କ ପାଖକୁ ସ୍ୱତନ୍ତ୍ର କିସମର ଆମ୍ବ ପଠାଇଲେ ମମତା ବାନାର୍ଜୀଦୂରଦର୍ଶନର ପ୍ରଥମ ଇଂରାଜୀ ନ୍ୟୁଜ୍ ଆଙ୍କର ଗୀତାଞ୍ଜଳି ଆୟରଙ୍କ ପରଲୋକ