premananda

ବିଜେଡିରୁ ଇସ୍ତଫା ଦେଲେ ତେଲକୋଇ ବିଧାୟକ ପ୍ରେମାନନ୍ଦ ନାୟକ

  • Post category:ଓଡିଶା
  • Reading time:1 mins read

ଏଏନଏସ: ବିଜେଡିରୁ ଇସ୍ତଫା ଦେଲେ ବିଧାୟକ ପ୍ରେମାନନ୍ଦ ନାୟକ। ତେଲକୋଇ ବିଧାୟକ ପ୍ରେମାନନ୍ଦ ନାୟକ ବିଜେଡିରୁ ଇସ୍ତଫା ଦେଇଛନ୍ତି। ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି ପ୍ରେମାନନ୍ଦ। ସାଧାରଣ ନିର୍ବାଚନକୁ ଆଉ ମାସ କେଇଟା ବାକି ଥିବା ବେଳେ ପ୍ରେମାନନ୍ଦଙ୍କ ଇସ୍ତଫାକୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି। ପ୍ରେମାନନ୍ଦ ଅନ୍ୟ କେଉଁ ଦଳରେ ବୋଲି ସାଧାରଣରେ ପ୍ରଶ୍ନ ଉଙ୍କି ମାରିଛି। ବିଜେଡିରୁ ଇସ୍ତଫା ଦେଇଥିଲେ ମଧ୍ୟ ନିଜର ଆଗାମୀ ରାଜନୈତିକ ଭବିଷ୍ୟତ ବାବଦରେ କୌଣସି ସୂଚନା ଦେଇନାହାନ୍ତି ପ୍ରେମାନନ୍ଦ। 

ଅନ୍ୟମାନଙ୍କୁ ଜଣାନ୍ତୁ।