You are currently viewing ବିଧାୟକ ସୌମ୍ୟରଞ୍ଜନ ପଟ୍ଟନାୟକ କରୋନା ଆକ୍ରାନ୍ତ

ବିଧାୟକ ସୌମ୍ୟରଞ୍ଜନ ପଟ୍ଟନାୟକ କରୋନା ଆକ୍ରାନ୍ତ

ଭୁବନେଶ୍ୱର, ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ବେଳେ ସେଥିରୁ ନେତା ମନ୍ତ୍ରୀ କେହି ବି ବାଦ ପଡ଼ୁ ନାହାନ୍ତି । ଏହାରି ମଧ୍ୟରେ ଖଣ୍ଡପଡ଼ା ବିଧାୟକ ସୌମ୍ୟ ରଞ୍ଜନ ପଟ୍ଟନାୟକଙ୍କୁ କରୋନା ହୋଇଥିବା ସୂଚନା ମିଳିଛି । ଏନେଇ ଟ୍ୱିଟ କରି ନିଜେ ସୌମ୍ୟରଞ୍ଜନ ସୂଚନା ଦେଇଛନ୍ତି । ତାଙ୍କ ସଂସ୍ପର୍ଶରେ ଆସିଥିବା ଲୋକଙ୍କୁ ଡାକ୍ତରୀ ପରାମର୍ଶ ପାଇଁ ଅନୁରୋଧ ମଧ୍ୟ ସେ କରିଛନ୍ତି ।

ଅନ୍ୟମାନଙ୍କୁ ଜଣାନ୍ତୁ।