ନୂଆଦିଲ୍ଲୀ, କୃଷି ଆଇନ ସମ୍ପର୍କରେ ଚାଷୀଙ୍କ ସହ ଭିଡ଼ିଓ କନଫରେନ୍ସିଂ ଜରିଆରେ ଆଲୋଚନା କରିଛନ୍ତି ପ୍ରଧାନମନ୍ତ୍ରୀ ମୋଦି । ଓଡ଼ିଶା ସମେତ ୬ରାଜ୍ୟର କୃଷକଙ୍କ ସହ ଆଲୋଚନା କରିଛନ୍ତି ମୋଦି । ଆଜି ୯କୋଟି ଚାଷୀଙ୍କ ଆକାଉଣ୍ଟକୁ ୧୮ହଜାର କୋଟି ଟଙ୍କା ପିଏମ କିଷାନ ନିଧିରେ କିସ୍ତି ପ୍ରଦାନ କରାଯାଇଛି । ଓଡ଼ିଶାର ନୂଆପଡ଼ା ଜିଲ୍ଲାର ଜଣେ ଚାଷୀଙ୍କ ସହ କଥା ହୋଇଛନ୍ତି ମୋଦି । ଚାଷ କାର୍ଯ୍ୟ ପାଇଁ ଚାଷୀଙ୍କୁ ବେଶ୍ ପ୍ରଶଂସା ମଧ୍ୟ କରିଛନ୍ତି ।
ରାଜ୍ୟବାସୀଙ୍କ ପାଇଁ ଉତ୍କଳ ଦିବସ ଭେଟିନିଜକୁ ଗୁଳି କରି ଆତ୍ମହତ୍ୟାଆମେରିକାରେ ଅନୁପ୍ରବେଶ କରୁଥିବା ୬ ଜଣଙ୍କ ମୃତ୍ୟୁକୋଟିଆ ଗସ୍ତରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଜାଣନ୍ତୁ କେଉଁଦିନ ନଖ କାଟିବେ ନାହିଁ୫ଟି ସଚିବଙ୍କ ମଧୁ ସ୍ମୃତି ପୀଠ ପରିଦର୍ଶନବିହାରରେ ବ୍ୟାପକ ହିଂସାANS NEWS SUPERFAST [email protected]ସାଉଦିଆରବରେ ପ୍ରବାସୀ ଓଡିଆଙ୍କ ଦ୍ୱାରା ପାଳିତ ହେଲା ଉତ୍କଳ ଦିବସନକଲି ସାର୍ଟିଫିକେଟ ମାମଲାରେ ବଲାଙ୍ଗୀର ଯାଇ ତଦନ୍ତ କରିବ କ୍ରାଇମବ୍ରାନଞ୍ଚ