ଭୁବନେଶ୍ୱର, ଆଜିଠାରୁ ଆରମ୍ଭ ହୋଇଛି ବିଧାନସଭାର ମୌସୁମୀ ଅଧିବେଶନ । ନବୀନ ନିବାସରୁ ଭିଡିଓ କନଫରେନ୍ସିଂ ଜରିଆରେ ସାମିଲ ହୋଇଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ତେବେ ମୁଖ୍ୟମନ୍ତ୍ରୀଙ୍କ ଦିଗଂଗତ ନେତା, କୋଭିଡ ଯୋଦ୍ଧା ଓ ସହିଦ ଉଦ୍ଦ୍ୟେଶରେ ଶୋକ ପ୍ରସ୍ତାବ ଆଗତ ପରେ ଗୃହକୁ ଅପରାହ୍ନ ୩ଟା ଯାଏଁ ମୁଲତବି ରଖାଯାଇଛି ।
