ଭୁବନେଶ୍ୱର, ଆଜି ନବରଙ୍ଗପୁର ସାଂସଦ ରମେଶ ଚନ୍ଦ୍ର ମାଝି କରୋନା ଆକ୍ରାନ୍ତ ହୋଇଛନ୍ତି । କରୋନାରେ ଆକ୍ରାନ୍ତ ହୋଇଥିବା ନେଇ ସେ ନିଜେ ସୂଚନା ଦେଇଛନ୍ତି । ଏହାସହ ସେ ହୋମ ଆଇସୋଲେସନରେ ରହିବା ସହ ସୁସ୍ଥ ଅଛନ୍ତି । ଗତ କିଛି ଦିନ ମଧ୍ୟରେ ତାଙ୍କ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିମାନେ ସଙ୍ଗରୋଧରେ ରହିବା ସହ ତୁରନ୍ତ ନିଜର କରୋନା ଟେଷ୍ଟ କରାଇ ନେବାକୁ ରମେଶ ଅନୁରୋଧ କରିଛନ୍ତି ।
ବିଧାନସଭାରେ ମୁଖ୍ୟମନ୍ତ୍ରୀଙ୍କ ବିବୃତି ପରେ ଟାର୍ଗେଟ କଲେ ଜୟନାରାୟଣବିଧାନସଭାରେ ମୁଖ୍ୟମନ୍ତ୍ରୀଙ୍କ ବିବୃତ ପରେ ଟାର୍ଗେଟ କଲେ ଜୟନାରାୟଣପୋଷା କୁକୁରଙ୍କ ପାଇଁ ଆଇନ ଆଣିବ ବିଏମସିଭୂମିକମ୍ପରେ ଥରିଲା ୩ ଦେଶହୋର୍ଡିଂ ଉପରୁ ୨ ଘଣ୍ଟା ପରେ ଉଦ୍ଧାର ହେଲେ ଯୁବକପୁରୀରେ ମମତା ବାନାର୍ଜୀଆଜି ୪ ଘଣ୍ଟା ବନ୍ଦ ରହିବ ଶ୍ରୀଜିଉଙ୍କ ଦର୍ଶନବିଧାନସଭାରେ ହଟ୍ଟଗୋଳଗୃହରେ ଜଙ୍ଗଲ ନିଆଁଆଜି ଗିରଫ ହୋଇପାରନ୍ତି ଡୋନାଲ୍ଡ ଟ୍ରମ୍ପ