You are currently viewing କରୋନା କବଳରେ ସାଂସଦ ସସ୍ମିତ ପାତ୍ର

କରୋନା କବଳରେ ସାଂସଦ ସସ୍ମିତ ପାତ୍ର

ଭୁବନେଶ୍ୱର, ସାଂସଦ ସସ୍ମିତ ପାତ୍ର କରୋନାରେ ସଂକ୍ରମିତ ହୋଇଛନ୍ତି । ଏନେଇ ଖୋଦ୍ ସସ୍ମିତ ପାତ୍ର ଟ୍ୱିଟ୍ ଜରିଆରେ ସୂଚନା ଦେଇଛନ୍ତି । କୋଭିଡ ଗାଇଡଲାଇନ ମାନି ସେ ସଙ୍ଗରୋଧରେ ଅଛନ୍ତି ବୋଲି କହିଛନ୍ତି । ଏହା ସହ ତାଙ୍କ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିଙ୍କୁ ସଙ୍ଗରୋଧରେ ରହିବାକୁ ସାଂସଦ ପରାମର୍ଶ ଦେଇଛନ୍ତି ।

ଅନ୍ୟମାନଙ୍କୁ ଜଣାନ୍ତୁ।