You are currently viewing ମୁଖ୍ୟମନ୍ତ୍ରୀଙ୍କ ନାମରେ ବାଜିଲା ମୋହର : ଓଡ଼ିଶାର ମଙ୍ଗ ଧରିଲେ ମୋହନ ମାଝୀ

ମୁଖ୍ୟମନ୍ତ୍ରୀଙ୍କ ନାମରେ ବାଜିଲା ମୋହର : ଓଡ଼ିଶାର ମଙ୍ଗ ଧରିଲେ ମୋହନ ମାଝୀ

ଏଏନଏସ : ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ ହେବେ ମୋହନ ମାଝୀ ।ମୋହନ ମାଝୀ ହେବେ ରାଜ୍ୟର ପ୍ରଥମ ବିଜେପି ମୁଖ୍ୟମନ୍ତ୍ରୀ । ଏନେଇ ବିଜେପି ବିଧାୟକ ଦଳ ବୈଠକରେ ନିଷ୍ପତି ହେଇଛି । କେନ୍ଦୁଝର ବିଧାୟକ ମୋହନ ମାଝୀ ରାଜ୍ୟର ମୁଖ୍ୟମନ୍ତ୍ରୀ ହେବେ ବୋଲି ଘୋଷଣା କରାଯାଇଛି । ସବୁ କଳ୍ପନା ଜଳ୍ପନାର ଅବସାନ ଘଟାଇ ବିଜେପିର ପ୍ରଥମ ରାଜ୍ୟ ମୁଖ୍ୟମନ୍ତ୍ରୀ ଭାବେ ଆସନ୍ତାକାଲି ଶପଥ ନେବେ  ମୋହନ ମାଝୀ ।

ଅନ୍ୟମାନଙ୍କୁ ଜଣାନ୍ତୁ।