ଭୁବନେଶ୍ୱର(ଏଏନଏସ)୧୮/୧୦, ଭୁବନେଶ୍ୱରସ୍ଥିତ ହୋଟେଲ ମେ ଫେୟାର ଛକ ନିକଟ ଏକ ଗଛରୁ ମୃତଦେହ ଉଦ୍ଧାର ହୋଇଛି ଏହାକୁ ନେଇ ଚାରିଆଡେ ଚାଞ୍ଚଲ୍ୟ ଖେଳିଯାଇଛି । ନିକଟରେ ଥିବା ପାଚେରୀ ଉପରେ ଚପଲ, ପ୍ୟାଣ୍ଟ ସାର୍ଟ, ଗାମୁଛା ଓ ସାଲ୍ ଥୁଆ ହୋଇଛି । ଯୁବକ ଜଣକ ପରିଚୟ ଅସ୍ପଷ୍ଟ ରହିଛି। ନୟାପଲ୍ଲୀ ପୋଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ କରୁଛି। ତେବେ ଯୁବକ ଜଣକ ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି।
ଗଞ୍ଜାମକୁ ଏକ ନମ୍ବର ଜିଲ୍ଲା କରିବା ପାଇଁ ସମସ୍ତେ ମିଶି କାମ କରିବା: ନବୀନ ପଟ୍ଟନାୟକଆମେରିକାର ମିସିସିପିରେ ଭୟଙ୍କର ଘୂର୍ଣ୍ଣିଝଡସଭାପତି ଭାବେ ନିର୍ବାଚିତ ହେଲେ ବରିଷ୍ଠ ଆଇନଜୀବୀ ଧରଣୀଧର ନାୟକରାଜଧାନୀରେ ଏନ୍କାଉଣ୍ଟରରୁକୁଣା ରଥଯାତ୍ରା ନେଇ ସମନ୍ୱୟ ବୈଠକ ଅନୁଷ୍ଠିତଆଜିଠାରୁ ଝଡ଼ବର୍ଷା ସମ୍ଭାବନାଜାପାନ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀଖୋଲିଲା ନକଲି ସାର୍ଟିଫିକେଟ ଗୁମରପରିବହନ ମନ୍ତ୍ରୀଙ୍କୁ ନବୀନଙ୍କ ଚିଠିରାଜଧାନୀରେ ଜନଜାତି ସୁରକ୍ଷା ମଞ୍ଚର ଶୋଭାଯାତ୍ରା