You are currently viewing ରାଷ୍ଟ୍ରପତିଙ୍କ ଶପଥ ସମାରୋହରେ  ଯୋଗଦେବେ ମୁଖ୍ୟମନ୍ତ୍ରୀ

ରାଷ୍ଟ୍ରପତିଙ୍କ ଶପଥ ସମାରୋହରେ ଯୋଗଦେବେ ମୁଖ୍ୟମନ୍ତ୍ରୀ

  • Post category:ଓଡିଶା
  • Reading time:1 mins read

ଭୁବନେଶ୍ୱର (ଏଏନଏସ) ଜୁଲାଇ ୨୫ରେ ଦ୍ରୌପଦୀ ମୁର୍ମୁ ଦେଶର ୧୫ ତମ ରାଷ୍ଟ୍ରପତି ତଥା ଦେଶର ପ୍ରଥମ ଆଦିବାସୀ ରାଷ୍ଟ୍ରପତିଭାବେ ଶପଥ ନେବେ । ଶପଥ ସମାରୋହରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ସାମିଲ ହେବେ । ଏଥିପାଇଁ ମୁଖ୍ୟ
ମନ୍ତ୍ରୀଙ୍କୁ ନିମନ୍ତ୍ରଣ ମଧ୍ୟ ମିଳିଛି । ଆସନ୍ତା କାଲିଠାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୪ ଦିନିଆ ନୂଆ ଦିଲ୍ଲ୍ଲୀ ଗସ୍ତ କରିବେ ବୋଲି ସୂଚନା ମିଳିଛି । ଶପଥ ସମାରୋହରେ ଯୋଗ ଦେଇ ୨୬ ତାରିଖରେ ଭୁବନେଶ୍ୱର ଫେରିବାର କାର୍ଯ୍ୟକ୍ରମ ରହିଛି ।

ଅନ୍ୟମାନଙ୍କୁ ଜଣାନ୍ତୁ।