ଆସନ୍ତା ୨୭ ତାରିଖରେ ନାଗାର୍ଜୁନ ବେଶରେ ରତ୍ନ ସିଂହାସନରେ ଅନୁଷ୍ଠିତ ହେବେ ମହାପ୍ରଭୁ । କରୋନା କଟକଣା ପାଇଁ ଚଳିତ ବର୍ଷ ମହାପ୍ରଭୁଙ୍କ ଦର୍ଶନରୁ ବଞ୍ଚିତ ହେଉଛନ୍ତି ଭକ୍ତ । ତେଣୁ ଚଳିତ ବର୍ଷ ପରି ଆଗାମୀ ବର୍ଷ ମଧ୍ୟ ଅନୁଷ୍ଠିତ ହେବ ମହାପ୍ରଭୁଙ୍କ ନାଗାର୍ଜୁନ ବେଶ । ଶ୍ରୀମନ୍ଦିର ପରିଚାଳନା କମିଟି ସଦସ୍ୟଙ୍କ ସୂଚନା ଅନୁଯାୟୀ, ୨୦୨୧ରେ ମଧ୍ୟ ପଞ୍ଚୁକ ଛଅ ଦିନ ପଡୁଥିବାରୁ ମହାପ୍ରଭୁଙ୍କ ଏହି ଦୁର୍ଲଭ ବେଶର ଦର୍ଶନ ପାଇପାରିବେ ଭକ୍ତ।
୧୯୯୩ ଏବଂ ୧୯୯୪ ମସିହାଭଳି ଅଗାମୀ ବର୍ଷ ମହାପ୍ରଭୁ ନାଗାର୍ଜୁନ ବେଶରେ , ଆଗକୁ ଦର୍ଶନ ହେବାର ସମ୍ଭାବନା ରହିଛି ।
ଭୂମିକମ୍ପରେ ଥରିଲା ୩ ଦେଶହୋର୍ଡିଂ ଉପରୁ ୨ ଘଣ୍ଟା ପରେ ଉଦ୍ଧାର ହେଲେ ଯୁବକପୁରୀରେ ମମତା ବାନାର୍ଜୀଆଜି ୪ ଘଣ୍ଟା ବନ୍ଦ ରହିବ ଶ୍ରୀଜିଉଙ୍କ ଦର୍ଶନବିଧାନସଭାରେ ହଟ୍ଟଗୋଳଗୃହରେ ଜଙ୍ଗଲ ନିଆଁଆଜି ଗିରଫ ହୋଇପାରନ୍ତି ଡୋନାଲ୍ଡ ଟ୍ରମ୍ପଜାଣନ୍ତୁ ବିଲେଇ ଘରେ ମରିବା ଶୁଭ ନା ଅଶୁଭANS NEWS SUPERFAST [email protected]ଗୋଟେ ଲିମିଟ୍ ଠାରୁ ଅଧିକ ଲୁଣ ସାଜିପାରେ ମୃତ୍ୟୁର କାରଣ