ପୁରୀ- ଚଳିତ ବର୍ଷ ହେବ ନାହିଁ ମହାପ୍ରଭୁଙ୍କ ନାଗାର୍ଜୁନ ବେଶ । ଏନେଇ ଶ୍ରୀମନ୍ଦିର ନୀତି ପ୍ରଶାସକ ଜିତେନ୍ଦ୍ର କୁମାର ସାହୁ ସ୍ପଷ୍ଟ କରିଛନ୍ତି । ଚଳିତ ବର୍ଷ ପାଞ୍ଜି ଅନୁସାରେ ନାଗାର୍ଜୁନ ବେଶ ପଡୁନାହିଁ ତେଣୁ ଚଳିତ ବର୍ଷଭକ୍ତମାନେ ନାଗାର୍ଜୁନ ବେଶ ଦର୍ଶନ କରିବାରୁ ବଞ୍ଚିିତ ରହିବେ । ତେବେ ଗତ ବର୍ଷ ମଧ୍ୟ କରୋନା କଟକଣା କାରଣରୁ ଏହି ଦୁର୍ଲଭ ବେଶ ଦର୍ଶନ କରିବାରୁ ଭକ୍ତମାନେ ବଞ୍ଚିତ ରହିଥିଲେ । ଚଳିତ ବର୍ଷ ନାଗାର୍ଜୁନ ବେଶ ହେବ ଏନେଇ କେତେକ ପାଞ୍ଜିରେ ଭୁଲ ତଥ୍ୟ ଦେଇଛି । ଏହାପରେ ଶ୍ରୀମନ୍ଦିର ନୀତି ପ୍ରଶାସକଙ୍କ ପକ୍ଷରୁ ସ୍ୱତନ୍ତ୍ର ବୈଠକ ଡକାଯାଇ ଶ୍ରୀମନ୍ଦିର ପାଞ୍ଜି ଗଣନା କରାଯାଇଥିଲା । ଗଣନା ପରେ ଚଳିତ ବର୍ଷ ମହାପ୍ରଭୁଙ୍କ ନାଗାର୍ଜୁନ ବେଶ ହେବ ନାହିଁ ବୋଲି ସ୍ପଷ୍ଟ ହୋଇଛି । ଏହି ଭୁଲ ତଥ୍ୟ ଦେଇଥିବା ପାଞ୍ଜିକାରଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ମୁକ୍ତି ମଣ୍ଡପର ସଦସ୍ୟ ମାନେ କହିଛନ୍ତି ।
ତୁଟିଲାନି ବିବାଦ: ଅନିର୍ଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ଧାରଣା ସହ ବନ୍ଦ ଏକ ନମ୍ବର ହାଟସୁନ୍ଦରଗଡ଼ ପରେ ପୁରୀ ଜିଲ୍ଲାରେ ସ୍କ୍ରବଟାଇଫସକୁ ନେଇ ଚିନ୍ତା, ୧୨୦ ପଜିଟିଭଆଜିଠୁ ଓ୍ବାର୍ମଅପ୍ ମ୍ୟାଚ୍, ବିଶ୍ୱକପ୍ ନେଇ କାଉଣ୍ଟଡାଉନ୍ଭୁବନେଶ୍ୱର ପରେ ପୁଣି ବାରିପଦାରେ ଶିଶୁ ବଦଳ ଅଭିଯୋଗ, DNA ଟେଷ୍ଟ ପାଇଁ ଦାବିପ୍ରକାଶ ପାଇବ ଆଜି ଶ୍ରୀମନ୍ଦିର ରତ୍ନଭଣ୍ଡାର ମାମଲାର ରାୟଦାନା ବାନ୍ଧୁଛି ଲଘୁଚାପ, ୩୦ ରୁ ପ୍ରବଳ ବର୍ଷା ଚିନ୍ତାରେ ଆମେରିକା, ଉ. କୋରିଆର ପରମାଣୁ ଶକ୍ତି ବୃଦ୍ଧିରାଜ୍ୟର ୧୫ ଜିଲ୍ଲା ଭୂକମ୍ପପ୍ରବଣ, ସୂଚନା ଦେଲେ ମନ୍ତ୍ରୀ ବିଧାନସଭାରେ ବାଚସ୍ପତିଙ୍କୁ ଫିଙ୍ଗିଲେ ଡାଲି, ନିଲମ୍ବିତ ହେଲେ ଦୁଇ ବିଜେପି ବିଧାୟକଶେଷ ନିଶ୍ବାସ ତ୍ୟାଗ କଲେ ଅଭିନେତା ମିଚେଲ୍ ଗାମ୍ବେନ୍