ନାଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର

ଯାଜପୁର ୧୧।୧୦, ଯାଜପୁର ଅନ୍ତର୍ଗତ ବିଂଝାରପୁର ଥାନା କପିଳା ଛକ ସୀମାଚତୁରୀ ନାଳରୁ ଜଣେ ମହିଳାଙ୍କ ମୃତଦେହ ଉଦ୍ଧାର କରାଯାଇଛି । ଘଟଣା ସ୍ଥଳରେ ବିଂଝାରପୁର ପୋଲିସର ପହଞ୍ଚି ତଦନ୍ତ ଆରମ୍ଭ କରିଛି । ମୃତକ ପ୍ରୀତିପୁର ଅଞ୍ଚଳର ମାନିନୀ ଜେନା ବୋଲି ଜଣାପଡ଼ିଥିବା ବେଳେ ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି ।

Leave A Reply

Your email address will not be published.