ମେ’ ୧ରୁ ବନ୍ଦ ରହିବ ନନ୍ଦନକାନନ

ଭୁବନେଶ୍ୱର-୩୦.୦୪.୨୦୨୧, ରାଜ୍ୟରେ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି । ଏନେଇ ନନ୍ଦନକାନନ ପ୍ରାଣୀ ଉଦ୍ୟାନ ମେ’୧ ତାରିଖରୁ ବନ୍ଦ ରହିବ । କାଲିଠାରୁ ମେ ୧୫ ତାରିଖ ଯାଏଁ ବନ୍ଦ ରହିବ ନନ୍ଦନକାନନ । ନନ୍ଦନକାନନ ସହ ବଟାନିକାଲ ଗାର୍ଡେନ ବନ୍ଦ ରହିବ । କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ୁଥିବାରୁ ଏଭଳି ନିଷ୍ପତ୍ତି ନିଆଯାଇଛି ।

Leave A Reply

Your email address will not be published.