ola

ବିଧାନସଭାରେ ଉଠିଲା ସାମ୍ବାଦିକଙ୍କ ପେନସନ ପ୍ରସଙ୍ଗ, ଦାବି ଉଠାଇଲେ କଂଗ୍ରେସ ନେତା ନରସିଂହ ମିଶ୍ର 

  • Post category:ଓଡିଶା
  • Reading time:1 mins read

ଏଏନଏସ: ବିଧାନସଭାର ଶୂନ୍ୟକାଳରେ ଉଠିଲା ସାମ୍ବାଦିକଙ୍କ ଦାବି ପ୍ରସଙ୍ଗ । ଗୃହରେ ସାମ୍ବାଦିକଙ୍କ ଦାବି ପ୍ରସଙ୍ଗ ଉଠାଇଲେ କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର । ସାମ୍ବାଦିକଙ୍କୁ ଲୋକସେବା ଭବନକୁ ପ୍ରବେଶ ପାଇଁ ପାସ୍ ବ୍ୟବସ୍ଥା କରନ୍ତୁ ସରକାର । ଦୀର୍ଘଦିନ ହେବ ସାମ୍ବାଦିକଙ୍କୁ ଲୋକସେବା ଭବନକୁ ପ୍ରବେଶ ଅନୁମତି ମିଳୁନାହିଁ । ତେଣୁ ସରକାର ସାମ୍ବାଦିକଙ୍କ ପାଇଁ ଫ୍ରି ଏଣ୍ଟ୍ରି ବ୍ୟବସ୍ଥା କରନ୍ତୁ । ସେହିଭଳି ଅନ୍ୟ ରାଜ୍ୟରେ ସାମ୍ବାଦିକଙ୍କ ପାଇଁ ପେନସନ ବ୍ୟବସ୍ଥା ଥିବା ବେଳେ ଓଡ଼ିଶାରେ ବି ସାମ୍ବାଦିକଙ୍କୁ ପେନସନ ଦିଆଯାଉ ବୋଲି ଦାବି କରିଛନ୍ତି ନରସିଂହ ।

ଅନ୍ୟମାନଙ୍କୁ ଜଣାନ୍ତୁ।