You are currently viewing ବାହାନଗାରେ ପ୍ରଧାନମନ୍ତ୍ରୀ  ନରେନ୍ଦ୍ର ମୋଦୀ ।

ବାହାନଗାରେ ପ୍ରଧାନମନ୍ତ୍ରୀ  ନରେନ୍ଦ୍ର ମୋଦୀ ।

  • Post category:ଓଡିଶା
  • Reading time:1 mins read

ବାଲେଶ୍ୱର(ଏଏନଏସ)୦୩/୦୬, କରମଣ୍ଡଳ ଏକ୍ସପ୍ରେସ ଦୁର୍ଘଟଣାସ୍ଥଳରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ମୋଦୀ । ବାହାନଗାରେ ଥିବା ହେଲିପ୍ୟାଡରେ ପ୍ରଧାନମନ୍ତ୍ରୀ ପହଞ୍ଚି ସେଠାରୁ ଘଟଣାସ୍ଥଳକୁ ଯିବେ । ବାୟୁସେନାର ସ୍ୱତନ୍ତ୍ର ବିମାନରେ ପ୍ରଧାନମନ୍ତ୍ରୀ ସେଠାରେ ପହଞ୍ଚିଛନ୍ତି । ବର୍ତ୍ତମାନ ସୁଦ୍ଧା ଏହି ବଡ ଦୁର୍ଘଟଣାରେ ୨୬୧ ଜଣଙ୍କ ମୃତ୍ୟୁ ହୋଇସାରିଥିବା ବେଳେ ଶତାଧିକ ଆହତ ହୋଇଛନ୍ତି ।

ଅନ୍ୟମାନଙ୍କୁ ଜଣାନ୍ତୁ।