ନୟାଗଡ଼, ରାଜ୍ୟରେ ଦିନକୁ ଦିନ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ସେହିପରି ନୟାଗଡ଼ ଜିଲ୍ଲାରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରାଯାଇଛି । ନୟାଗଡ଼ ଟାଉନକୁ ଦୁଇ ଦିନ ବନ୍ଦ ରଖିବାକୁ ନିଷ୍ପତ୍ତି ନିଆଯାଇଛି । ବାଣିକ ସଙ୍ଘ ସହ ଆଲୋଚନା ପରେ ଜିଲ୍ଲା ପ୍ରଶାସନ ପକ୍ଷରୁ ଏହିପର ପଦକ୍ଷେପ ଗ୍ରହଣ କରାଯାଇଛି । ଏନେଇ ସୂଚନା ଦେଇଛନ୍ତି ନୟାଗଡ଼ ଜିଲ୍ଲାପାଳ । ସବୁ ଦୋକାନକୁ ପ୍ରଶାସନ ପକ୍ଷରୁ ସାନିଟାଇଜ କରାଯିବ । କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଏହିପରି ପଦକ୍ଷେପ ଗ୍ରହଣ କରାଯାଇଛି ।
ଗଞ୍ଜାମକୁ ଏକ ନମ୍ବର ଜିଲ୍ଲା କରିବା ପାଇଁ ସମସ୍ତେ ମିଶି କାମ କରିବା: ନବୀନ ପଟ୍ଟନାୟକଆମେରିକାର ମିସିସିପିରେ ଭୟଙ୍କର ଘୂର୍ଣ୍ଣିଝଡସଭାପତି ଭାବେ ନିର୍ବାଚିତ ହେଲେ ବରିଷ୍ଠ ଆଇନଜୀବୀ ଧରଣୀଧର ନାୟକରାଜଧାନୀରେ ଏନ୍କାଉଣ୍ଟରରୁକୁଣା ରଥଯାତ୍ରା ନେଇ ସମନ୍ୱୟ ବୈଠକ ଅନୁଷ୍ଠିତଆଜିଠାରୁ ଝଡ଼ବର୍ଷା ସମ୍ଭାବନାଜାପାନ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀଖୋଲିଲା ନକଲି ସାର୍ଟିଫିକେଟ ଗୁମରପରିବହନ ମନ୍ତ୍ରୀଙ୍କୁ ନବୀନଙ୍କ ଚିଠିରାଜଧାନୀରେ ଜନଜାତି ସୁରକ୍ଷା ମଞ୍ଚର ଶୋଭାଯାତ୍ରା