ଭୁବନେଶ୍ୱର (ଏଏନ୍ଏସ): ଆଜି ଓଡ଼ିଶାର ୨୬ତମ ରାଜ୍ୟପାଳ ଭାବେ ଶପଥ ନେବେ ରଘୁବର ଦାସ। ଦିନ ୧୧ଟା ୪୫ରେ ନୂଆ ରାଜ୍ୟପାଳଙ୍କ ଶପଥ ଗ୍ରହଣ ଉତ୍ସବ ଅନୁଷ୍ଠିତ ହେବ। ଏହାପୂର୍ବରୁ ପ୍ରଭୁ ଲିଙ୍ଗରାଜଙ୍କ ଦର୍ଶନ କରିଛନ୍ତି ରଘୁବର ଦାସ। ନୂଆ ରାଜ୍ୟପାଳ ରଘୁବର ଦାସ ମହାପ୍ରଭୁ ଲିଙ୍ଗରାଜଙ୍କୁ ଦର୍ଶନ ପାଇଁ ବ୍ୟାପକ ବ୍ୟବସ୍ଥା କରାଯାଇଥିଲା। ମହାପ୍ରଭୁ ଲିଙ୍ଗରାଜଙ୍କ ଦର୍ଶନ ସାରି ରାଜଭବନ ଅଭିମୁଖେ ଫେରିଲେ ରାଜ୍ୟପାଳ ରଘୁବର ଦାସ।

ଆଜି ରାଜ୍ୟପାଳ ଭାବେ ଶପଥ ନେବେ ରଘୁବର ଦାସ, ସରିଲା ମହାପ୍ରଭୁ ଲିଙ୍ଗରାଜଙ୍କ ଦର୍ଶନ
- Post published:October 31, 2023
- Post category:ଓଡିଶା
- Reading time:0 mins read