ଭୁବନେଶ୍ବର, ଆଜିଠାରୁ କଟକ ଓ ଭୁବନେଶ୍ୱରରେ ନାଇଟ୍ କର୍ଫ୍ୟୁ। ୯ଟାରୁ ସକାଳ ୫ଟା ଯାଏ ବଳବତ୍ତର ରହିବ ନାଇଟ କର୍ଫ୍ୟୁ । ଏହି ସମୟରେ 144 ଲାଗୁ ହେବ । ଏନେଇ ପୋଲିସ କମିଶନର ପ୍ରିୟଦର୍ଶୀ ଦେଇଛନ୍ତି ସୂଚନା ଦେଇଛନ୍ତି । ତେବେ ନିୟମ ନମାନିଲେ ଦୃଢ କାର୍ଯ୍ୟାନୁଷ୍ଠାନ ନିଆଯିବ । ନାଇଟ କର୍ଫ୍ୟୁ ସମୟରେ ଅତ୍ୟାବଶକୀୟ ସେବାକୁ ବାଦ ଦିଆଯାଇଛି । ସେହିପରି ଜରୁରୀ ସେବା ଯୋଗାଉ ଥିଲେ ପ୍ରମାଣପତ୍ର ଦେବାକୁ ପଡିବ । କର୍ଫ୍ୟୁ ସମୟରେ ହେମ ଡେଲିଭରି ସର୍ଭିସକୁ ମିଳିଛି ଅନୁମତି । କୌଣସି ପାସ ବ୍ୟବସ୍ଥା କରାଯାଇ ନାହିଁ ବୋଲି ସୂଚନା ରହିଛି ।
ତୁଟିଲାନି ବିବାଦ: ଅନିର୍ଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ଧାରଣା ସହ ବନ୍ଦ ଏକ ନମ୍ବର ହାଟସୁନ୍ଦରଗଡ଼ ପରେ ପୁରୀ ଜିଲ୍ଲାରେ ସ୍କ୍ରବଟାଇଫସକୁ ନେଇ ଚିନ୍ତା, ୧୨୦ ପଜିଟିଭଆଜିଠୁ ଓ୍ବାର୍ମଅପ୍ ମ୍ୟାଚ୍, ବିଶ୍ୱକପ୍ ନେଇ କାଉଣ୍ଟଡାଉନ୍ଭୁବନେଶ୍ୱର ପରେ ପୁଣି ବାରିପଦାରେ ଶିଶୁ ବଦଳ ଅଭିଯୋଗ, DNA ଟେଷ୍ଟ ପାଇଁ ଦାବିପ୍ରକାଶ ପାଇବ ଆଜି ଶ୍ରୀମନ୍ଦିର ରତ୍ନଭଣ୍ଡାର ମାମଲାର ରାୟଦାନା ବାନ୍ଧୁଛି ଲଘୁଚାପ, ୩୦ ରୁ ପ୍ରବଳ ବର୍ଷା ଚିନ୍ତାରେ ଆମେରିକା, ଉ. କୋରିଆର ପରମାଣୁ ଶକ୍ତି ବୃଦ୍ଧିରାଜ୍ୟର ୧୫ ଜିଲ୍ଲା ଭୂକମ୍ପପ୍ରବଣ, ସୂଚନା ଦେଲେ ମନ୍ତ୍ରୀ ବିଧାନସଭାରେ ବାଚସ୍ପତିଙ୍କୁ ଫିଙ୍ଗିଲେ ଡାଲି, ନିଲମ୍ବିତ ହେଲେ ଦୁଇ ବିଜେପି ବିଧାୟକଶେଷ ନିଶ୍ବାସ ତ୍ୟାଗ କଲେ ଅଭିନେତା ମିଚେଲ୍ ଗାମ୍ବେନ୍