ନବରଙ୍ଗପୁର, ରାଜ୍ୟରେ କରୋନା ସଂକ୍ରମଣ ବଢିବାରେ ଲାଗିଛି । ନବରଙ୍ଗପୁର ଜିଲ୍ଲା ପ୍ରଶାସନ ଏଥିପ୍ରତି ଧ୍ୟାନ ଦେଇ ସତର୍କତା ପଦକ୍ଷେପସ୍ୱରୂପ ଜିଲ୍ଲାରେ ନାଇଟ କର୍ଫ୍ୟୁ ଲାଗୁ କରିଥିଲେ ।ନବରଙ୍ଗପୁର ଜିଲ୍ଲାରେ ଗତ 25 ତାରିଖରୁ ନାଇଟ କର୍ଫ୍ୟୁ ଲାଗୁ କରାଯାଇଥିଲା । ତେବେ ଜିଲ୍ଲାରେ ସେତେ ପରିମାଣର କରୋନା ପଜିଟିଭ ଚିହ୍ନଟ ନ ହେବାରୁ ନାଇଟ କର୍ଫ୍ୟୁ ସହ ସମସ୍ତ କଟକଣାକୁ ହଟାଇଦିଆଯାଇଛି। ଏନେଇ ଜିଲ୍ଲା ପ୍ରଶାସନ ପକ୍ଷରୁ ଏକ ବିଜ୍ଞପ୍ତି ପ୍ରକାଶ କରି ଅବଗତ କରାଯାଇଛି ।
ଗୋଟାଏ ଦିନରେ କୋଟିପତି ହେଲେ ଦିନ ମଜୁରିଆଆଜିଠୁ ରାଜ୍ୟରେ ବୁଲିଲା ୩୪ ସାଇବର ସୁରକ୍ଷା ରଥ, ଅକ୍ଟୋବର ୧୫ ଯାଏଁ କରେଇବ ସଚେତନବିହାରରେ ସରିଲା ଜାତିଗତ ଗଣନା, ରିପୋର୍ଟ ଜାରି କଲେ ସରକାରଅମିତ ଶାହାଙ୍କୁ ଭେଟିଲେ ସୌମ୍ୟସକ୍ରିୟ ଲଘୁଚାପ: ୫ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ, ମତ୍ସଜୀବୀଙ୍କୁ ସମୁଦ୍ର ନ ଯିବାକୁ ବାରଣଆଜି ମଧ୍ୟପ୍ରଦେଶ ଗସ୍ତରେ ପ୍ରଧାନମନ୍ତ୍ରୀ, ଉଦଘାଟନ କରିବେ ଦିଲ୍ଲୀ-ଭଦୋଦରା ଏକ୍ସପ୍ରେସଆଜି ମହାତ୍ମା ଗାନ୍ଧି ଓ ଶାସ୍ତ୍ରୀଙ୍କ ଜୟନ୍ତୀଆଜିଠୁ ରାଜ୍ୟର ୪ ଜିଲ୍ଲାରେ ଆରମ୍ଭ ହେବ ଲକ୍ଷ୍ମୀ ବସ ସେବା; ମୁଖ୍ୟମନ୍ତ୍ରୀ କରିବେ ଶୁଭାରମ୍ଭକଟକ ବଡ଼ ମେଡିକାଲରେ ପାଣି ସମସ୍ୟା; ରୋଗୀ ହନ୍ତସନ୍ତଅନଲାଇନ ଗେମ୍ ହେଲା ମହଙ୍ଗା; ଲାଗୁ ହେଲା ୨୮% GST