You are currently viewing ଉତ୍ତର ଆନ୍ଧ୍ରପ୍ରଦେଶ ଛୁଇଁଲା ଅବପାତ

ଉତ୍ତର ଆନ୍ଧ୍ରପ୍ରଦେଶ ଛୁଇଁଲା ଅବପାତ

ଭୁବନେଶ୍ୱର, ଉତ୍ତର ଆନ୍ଧ୍ରପ୍ରଦେଶ ଛୁଇଁଛି ଗଭୀର ଅବପାତ । ଆନ୍ଧ୍ରପ୍ରଦେଶର କାକିନାଡା ନିକଟରେ ଛୁଇଁଛି ଏହି ଗଭୀର ଅବପାତ । ସକାଳ ୬ଟା ୩୦ରୁ ୭ଟା ୩୦ ମଧ୍ୟରେ ଗଭୀର ଅବପାତ ଅତିକ୍ରମ କରିଛି । ତେବେ ଲଘୁଚାପ ପ୍ରଭାବରେ ଦକ୍ଷିଣ ଓ ଉପକୂଳ ଓଡ଼ିଶାରେ ବର୍ଷା ଜାରି ରହିଛି । ପୁରୀ, ଗଞ୍ଜାମ, ଖୋର୍ଦ୍ଧା, ଜଗତସିଂହପୁର ଓ ଗଜପତିରେ ବର୍ଷା ଜାରି ରହିଛି । ଭୁବନେଶ୍ବରରେ ମଧ୍ୟ ଲଘୁଚାପ ପ୍ରଭାବରେ ପ୍ରବଳ ବର୍ଷା ସାଙ୍ଗକୁ ପବନ ମଧ୍ୟ ଅନୁଭୂତ ହେଉଛି ।

ଅନ୍ୟମାନଙ୍କୁ ଜଣାନ୍ତୁ।