ଭୁବନେଶ୍ୱର- ନିଯୁକ୍ତି ଅପେକ୍ଷାରେ ଥିବା ଆଶୀୟୀ ଯୁବକ ଯୁବତୀଙ୍କ ପାଇଁ ଖୁସିର ଖବର ସହକାରୀ ସେକ୍ସନ ଅଫିସର ଏଏସଓ ପାଇଁ ପ୍ରକାଶ ପାଇଛି ବିଜ୍ଞପ୍ତି । ରାଜ୍ୟ ଉଚ୍ଚ ନାୟାଳୟ ତରଫରୁ ଏହି ବିଜ୍ଞପ୍ତି ପ୍ରକାଶ ପାଇଥିବା ଜଣାଯାଇଛି । ଗ୍ରୁପ ବି ପାଇଁ ୨୦୨ ଟି ପୋଷ୍ଟ ଖାଲିଥିବା ଜଣାଯାଇଛି । orissahighcourt.Nic.in ରେ ଏହି ବିଜ୍ଞପ୍ତି ଉପଲବ୍ଧ ହେବ । ଶିକ୍ଷାଗତ ଯୋଗ୍ୟତା ସ୍ନାତକ ଥିବାବେଳେ ବୟସସୀମା ୨୧ରୁ ୩୨ ବର୍ଷ ପର୍ଯ୍ୟନ୍ତ ଧାର୍ଯ୍ୟ ହୋଇଛି । ଆବେଦନ କରିବାର ଶେଷ ତାରିଖ ମାର୍ଚ୍ଚ ୨୦,୨୦୨୧ ରହିଛି ।
ତୁଟିଲାନି ବିବାଦ: ଅନିର୍ଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ଧାରଣା ସହ ବନ୍ଦ ଏକ ନମ୍ବର ହାଟସୁନ୍ଦରଗଡ଼ ପରେ ପୁରୀ ଜିଲ୍ଲାରେ ସ୍କ୍ରବଟାଇଫସକୁ ନେଇ ଚିନ୍ତା, ୧୨୦ ପଜିଟିଭଆଜିଠୁ ଓ୍ବାର୍ମଅପ୍ ମ୍ୟାଚ୍, ବିଶ୍ୱକପ୍ ନେଇ କାଉଣ୍ଟଡାଉନ୍ଭୁବନେଶ୍ୱର ପରେ ପୁଣି ବାରିପଦାରେ ଶିଶୁ ବଦଳ ଅଭିଯୋଗ, DNA ଟେଷ୍ଟ ପାଇଁ ଦାବିପ୍ରକାଶ ପାଇବ ଆଜି ଶ୍ରୀମନ୍ଦିର ରତ୍ନଭଣ୍ଡାର ମାମଲାର ରାୟଦାନା ବାନ୍ଧୁଛି ଲଘୁଚାପ, ୩୦ ରୁ ପ୍ରବଳ ବର୍ଷା ଚିନ୍ତାରେ ଆମେରିକା, ଉ. କୋରିଆର ପରମାଣୁ ଶକ୍ତି ବୃଦ୍ଧିରାଜ୍ୟର ୧୫ ଜିଲ୍ଲା ଭୂକମ୍ପପ୍ରବଣ, ସୂଚନା ଦେଲେ ମନ୍ତ୍ରୀ ବିଧାନସଭାରେ ବାଚସ୍ପତିଙ୍କୁ ଫିଙ୍ଗିଲେ ଡାଲି, ନିଲମ୍ବିତ ହେଲେ ଦୁଇ ବିଜେପି ବିଧାୟକଶେଷ ନିଶ୍ବାସ ତ୍ୟାଗ କଲେ ଅଭିନେତା ମିଚେଲ୍ ଗାମ୍ବେନ୍