ଭୁବନେଶ୍ବର, ସିବିଆଇ ତଦନ୍ତ ଦାବି କରି ପରୀର ମା’ ସୌଦାମିନୀ ସାହୁ କରିଥିବା ଆବେଦନର ଶୁଣାଣି କରି ସୁପ୍ରିମକୋର୍ଟ ସିବିଆଇକୁ ନୋଟିସ ଜାରି କରିଛନ୍ତି । ଜଷ୍ଟିସ ଏଏମ ଖାନଓ୍ବିଲକରଙ୍କୁ ନେଇ ଗଠିତ ସୁପ୍ରିମକୋର୍ଟ ଖଣ୍ଡପୀଠ ଏହି ମାମଲାର ଶୁଣାଣି କରିବା ସହ ସିବିଆଇକୁ ନୋଟିସ ଜାରି କରିଛନ୍ତି । ସୂଚନାଥାଉକି, ଆଜି ସୁପ୍ରିମକୋର୍ଟଙ୍କ ଦ୍ବାରସ୍ଥ ହୋଇଥିଲେ ସୌଦାମିନୀ । ଘଟଣାର ସିବିଆଇ ତଦନ୍ତ କରିବାକୁ ଦାବି କରି ସେ କୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ ।
ସବୁଆଡେ ମାତିଛନ୍ତି ଲୁଟେରାଓଡ଼ିଶା ପୋଲିସର ନୂତନ ପଦକ୍ଷେପଚଢ଼ା ଦରରେ ବିକ୍ରି ହେଲେ ହେବ କାର୍ଯ୍ୟ ଅନୁଷ୍ଠାନକଏଦୀଙ୍କ ମୃତଦେହ ଉଦ୍ଧାରଓଡ଼ିଶା ଆସିବେ ଅମିତ୍ ଶାହପୁଣି ଟ୍ରେନରେ ଲାଗିଲା ନିଁଆଗରମ ସାଙ୍ଗକୁ ଅସହ୍ୟ ଗୁଳୁଗୁଳିଉତ୍ତର-ପୂର୍ବ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟିପ୍ରକୃତି ମିଶ୍ରଙ୍କ ଅଭିଯୋଗ ଉପରେ ସଞ୍ଜୟ ନାୟକଙ୍କ ଜବାବ, “ସତ କହିଲେ ଛାତି ଫାଟେ”ଭଙ୍ଗା ହେଲା ବାହନାଗା ହାଇସ୍କୁଲ:ହେବ ପୁନଃନିର୍ମାଣ