ମୟୁରଭଞ୍ଜ (ବ୍ୟୁରୋ) ୧୭/୧୦, ନଭେମ୍ବର ୧ ତାରିଖରୁ ଖୋଲିବ ଶିମିଳିପାଳ ଅଭୟାରଣ୍ୟ । ଏନେଇ ସୂଚନା ଦେଇଛନ୍ତି ଆଞ୍ଚଳିକ ମୁଖ୍ୟ ବନ ସଂରକ୍ଷକ । ପର୍ଯ୍ୟଟକଙ୍କ ପାଇଁ ଖୋଲିବ ଶିମିଳିପାଳ । ସକାଳ୬ଟାରୁ ଅପରାହ୍ନ ୪ଟା ଯାଏଖୋଲା ରହିବ ଶିମିଳିପାଳ । ବନ୍ୟଜନ୍ତୁଙ୍କୁ ପାଖରେ ଦେଖିବା ସହିତ ପ୍ରାକୃତିକ ସୌନ୍ଦର୍ଯ୍ୟର ମଜା ନେଇ ପାରିବେ ଦର୍ଶକ । ଚଳିତ ବର୍ଷ ଶିମିଳିପାଳ ଭିତରେ ପଲିଥିନ୍ ବ୍ୟାନ୍ କରାଯାଇଛି । ଶାଳପତ୍ର ଖୋଲି ଓ ଚଉପତି ନେବାକୁ ଯୋଜନା କରିଛନ୍ତି ଶିମିଳିପାଳ କର୍ତ୍ତୁପକ୍ଷ । ଶିମିଳିପାଳ ଯିବାକୁ ହେଲେ ଯଶିପୁର ଓ ବାରିପଦା ଦେଇ ଯିବାକୁ ପଡିବ । ଶିମିଳିପାଳ ଭିତରେ ଗୁଡିଗୁଡିଆ, କୁମାରୀ, ଜାମୁଆଣି ଓ ବରେଇପାଣିରେ ରାତ୍ରି ଯାପନ କରିବାର ବ୍ୟବସ୍ଥା କରାଯାଇଛି । ପର୍ଯ୍ୟଟକଙ୍କୁ ଦୃଷ୍ଟିରେ ବରେଇପାଣି ଠାରେ ମଧ୍ୟାହ୍ନ ଭୋଜନର ବ୍ୟବସ୍ଥା କରାଯାଇଛି ।
ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗରେ ପ୍ରଧାନ ଶିକ୍ଷକ ଗିରଫରାହୁଲ ଗାନ୍ଧୀଙ୍କ ପାଇଁ ବଢିଲା ଅଡୁଆନବରାତ୍ରୀରେ ଘର ପାଇଁ କିଣନ୍ତୁ ଏହି ୫ଟି ଜିନିଷକୂଅରେ ପଡିଲେ ୨୫ରୁ ଅଧିକ ଭକ୍ତକର୍ଣ୍ଣାଟକ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣାANS NEWS SUPERFAST [email protected]ଆଜିଠୁ ପୁରୀରେ ଆରମ୍ଭ ସାହିଯାତବଢୁଛି କରୋନା ସଂକ୍ରମଣଘୃଣା ଭାଷଣକୁ ନେଇ ସୁପ୍ରିମକୋର୍ଟଙ୍କ ବଡ ବୟାନରଥଯାତ୍ରା ପାଇଁ ଗଞ୍ଜାମ ଉତ୍ତର ଘୁମୁସର ବନ ଖଣ୍ଡରୁ କାଠକଟା ଆରମ୍ଭ