ଭୁବନେଶ୍ୱର, ରାଜଧାନୀ ଭୁବନେଶ୍ୱର ମହାନଗର ନିଗମକୁ ମିଳିଛି ଓଡ଼ିଏଫ୍ ପ୍ଲସ ପ୍ଲସ ମାନ୍ୟତା । ଭାରତ ସରକାରଙ୍କ ପକ୍ଷରୁ ଏହି ମୂଲ୍ୟାୟନ କରାଯାଇଛି । ଏହା କେନ୍ଦ୍ରସରକାରଙ୍କ ସ୍ୱଚ୍ଛ ଭାରତ ମିଶନର ଏକ ସୂଚକାଙ୍କ । ଏନେଇ ସୂଚନା ଦେଇଛନ୍ତି ବିଏମସି କମିଶନର ପ୍ରେମ ଚନ୍ଦ୍ର ଚୌଧୁରୀ ।
ଉତ୍ତର-ପୂର୍ବ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟିପ୍ରକୃତି ମିଶ୍ରଙ୍କ ଅଭିଯୋଗ ଉପରେ ସଞ୍ଜୟ ନାୟକଙ୍କ ଜବାବ, “ସତ କହିଲେ ଛାତି ଫାଟେ”ଭଙ୍ଗା ହେଲା ବାହନାଗା ହାଇସ୍କୁଲ:ହେବ ପୁନଃନିର୍ମାଣଭୁବନେଶ୍ୱର ଏମ୍ସରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଆଜିଠୁ କମ୍ପିବ କଳିଙ୍ଗଦିଲ୍ଲୀର ଡାକ୍ତରଖାନାରେ ଲାଗିଲା ନିଆଁଆଜି ମହାପ୍ରଭୁଙ୍କ ଶ୍ରୀଅଙ୍ଗରେ ଲାଗି ହେବ ଫୁଲୁରୀ ତେଲରଥଯାତ୍ରା ପାଇଁ ପୁରୀ ସହରକୁ ଜଗିବେ ୧୮୦ ପ୍ଲାଟୁନ ପୋଲିସ ଫୋର୍ସହାଇସିକ୍ୟୁରିଟି ନମ୍ବର ନଥିଲେ ଚାଳକଙ୍କୁ ନିସ୍ତାର ନାହିଁସ୍ୱାମୀ ଓ ଶାଶୁକୁ ବିଷ ଦେଲା ବୋହୂ