ଢେଙ୍କାନାଳ ୧୦/୦୬, ଢେଙ୍କାନାଳ ଆସିବେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ । ଆସନ୍ତା ୧୭ ତାରିଖରେ ଅିମତ ଶାହ ଆସିବେ । ମହା ଜନସମ୍ପର୍କ ଯାତ୍ରା କାର୍ଯ୍ୟକ୍ରମରେ ଯୋଗ ଦେବେ । ମହା ଜନସମ୍ପର୍କ ଅଭିଯାନରେ ଢେଙ୍କାନାଳରେ ହେବାକୁ ଥିବା ଜନସମାବେଶରେ ସାମିଲ ହେବେ ଅମିତ ଶାହା । ସମାବେଶରେ ଗୃହମନ୍ତ୍ରୀ ଅମିତ ଶାହା ଉଦବୋଧନ ଦେବାର କାର୍ଯ୍ୟକ୍ରମ ରହିଛି । ଏ ନେଇ ସୂଚନା ଦେଇଛନ୍ତି ରାଜ୍ୟ ସାଧାରଣ ସମ୍ପାଦକ ପୃଥ୍ୱୀରାଜ ହରିଚନ୍ଦନ । ଏହି କାର୍ଯ୍ୟକ୍ରମରେ ଓଡ଼ିଶାରେ ୪ଟି ମହାସମାବେଶ ହେବ । ଏହି ସମାବେଶରେ ଗୃହମନ୍ତ୍ରୀ ଅମିତ ଶାହାଙ୍କ ସମେତ ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂ ମଧ୍ୟ ଯୋଗଦେବେ ।
ତୁଟିଲାନି ବିବାଦ: ଅନିର୍ଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ଧାରଣା ସହ ବନ୍ଦ ଏକ ନମ୍ବର ହାଟସୁନ୍ଦରଗଡ଼ ପରେ ପୁରୀ ଜିଲ୍ଲାରେ ସ୍କ୍ରବଟାଇଫସକୁ ନେଇ ଚିନ୍ତା, ୧୨୦ ପଜିଟିଭଆଜିଠୁ ଓ୍ବାର୍ମଅପ୍ ମ୍ୟାଚ୍, ବିଶ୍ୱକପ୍ ନେଇ କାଉଣ୍ଟଡାଉନ୍ଭୁବନେଶ୍ୱର ପରେ ପୁଣି ବାରିପଦାରେ ଶିଶୁ ବଦଳ ଅଭିଯୋଗ, DNA ଟେଷ୍ଟ ପାଇଁ ଦାବିପ୍ରକାଶ ପାଇବ ଆଜି ଶ୍ରୀମନ୍ଦିର ରତ୍ନଭଣ୍ଡାର ମାମଲାର ରାୟଦାନା ବାନ୍ଧୁଛି ଲଘୁଚାପ, ୩୦ ରୁ ପ୍ରବଳ ବର୍ଷା ଚିନ୍ତାରେ ଆମେରିକା, ଉ. କୋରିଆର ପରମାଣୁ ଶକ୍ତି ବୃଦ୍ଧିରାଜ୍ୟର ୧୫ ଜିଲ୍ଲା ଭୂକମ୍ପପ୍ରବଣ, ସୂଚନା ଦେଲେ ମନ୍ତ୍ରୀ ବିଧାନସଭାରେ ବାଚସ୍ପତିଙ୍କୁ ଫିଙ୍ଗିଲେ ଡାଲି, ନିଲମ୍ବିତ ହେଲେ ଦୁଇ ବିଜେପି ବିଧାୟକଶେଷ ନିଶ୍ବାସ ତ୍ୟାଗ କଲେ ଅଭିନେତା ମିଚେଲ୍ ଗାମ୍ବେନ୍