ଭୁବନେଶ୍ୱର, ଓଡ଼ିଶାର ରାଜ୍ୟପାଳ ପ୍ରଫେସର୍ ଗଣେଶୀ ଲାଲ୍ଙ୍କ ପତ୍ନୀ ତଥା ରାଜ୍ୟର ‘ପ୍ରଥମ ମହିଳା’ ସୁଶୀଳା ଦେବୀଙ୍କର ଦେହାନ୍ତ ହୋଇଯାଇଛି। କରୋନା ଆକ୍ରାନ୍ତ ହୋଇ ସେ ଗତ ନଭେମ୍ବର ୧ ତାରିଖରୁ ଡାକ୍ତରଖାନାରେ ଚିକିତ୍ସାଧୀନ ଥିଲେ। ସୁଶୀଳା ଦେବୀଙ୍କର ଜନ୍ମ ୧୯୪୬ ମସିହା ଡିସେମ୍ବର ୬ ତାରିଖରେ ହରିଆଣାର ହିସାରଠାରେ ହୋଇଥିଲା। ସେ ୧୯୬୪ ମସିହା ଜୁଲାଇ ୧ ତାରିଖରେ ପ୍ରଫେସର୍ ଗଣେଶୀ ଲାଲ୍ଙ୍କୁ ବିବାହ କରିଥିଲେ। ରାଜ୍ୟପାଳ ପ୍ରଫେସର୍ ଗଣେଶୀ ଲାଲ୍ଙ୍କ ପତ୍ନୀ ରାଜ୍ୟର ‘ପ୍ରଥମ ମହିଳା’ ଶ୍ରୀମତୀ ସୁଶୀଳା ଦେବୀଙ୍କ ମୃତ୍ୟୁ ଯୋଗୁଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି। ଠିକ୍ ସେହିପରି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ଗଭୀର ଶୋକ ପ୍ରକାଶ କରିଛନ୍ତି ।
ବାହାନଗା ସ୍କୁଲ୍ରେ ହେବ ଶୁଦ୍ଧିକରଣଉନ୍ମୋଚନ ହେଲା ଓଡ଼ିଶା ଆମ୍ବ ଲୋଗୋଯାଜପୁର କଳିଙ୍ଗନଗର ଡୁବୁରୀ ଛକରେ ଭୟାବହ ଅଗ୍ନିକାଣ୍ଡଆଜି ମହାପ୍ରଭୁଙ୍କ ଅଣସର ସେବାର ଚତୁର୍ଥ ଦିନୟୁଟ୍ୟୁବର ‘ଅନ୍ ଟାଲେଣ୍ଟେଡ୍ ଗାଏ’ର ଚ୍ୟାନେଲ ବ୍ୟାନ୍ଗାଧୋଇବାବେଳେ ପୋଖରୀରେ ବୁଡ଼ି ୨ ମହିଳା ମୃତଅପରାହ୍ନ ୪ଟାରେ ପ୍ରକାଶ ପାଇବ ଯୁକ୍ତ ଦୁଇ କଳା ପରୀକ୍ଷା ଫଳଯାତ୍ରୀଙ୍କୁ ନେଇ ପୁରୀରୁ କୋଲକାତା ଯାଉଥିବା ବସ୍ ଅଟକମୋଦୀଙ୍କ ପାଖକୁ ସ୍ୱତନ୍ତ୍ର କିସମର ଆମ୍ବ ପଠାଇଲେ ମମତା ବାନାର୍ଜୀଦୂରଦର୍ଶନର ପ୍ରଥମ ଇଂରାଜୀ ନ୍ୟୁଜ୍ ଆଙ୍କର ଗୀତାଞ୍ଜଳି ଆୟରଙ୍କ ପରଲୋକ