ଭୁବନେଶ୍ୱର, ଓଡ଼ିଶାରେ ଏପର୍ଯ୍ୟନ୍ତ ବାର୍ଡ଼୍ ଫ୍ଲୁର କୌଣସି ଭୟ ନାହିଁ ବୋଲି ସ୍ପଷ୍ଟ କରିଛନ୍ତି ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିଭାଗ । ଜନସାଧାରଣ ଭୟଭୀତ ହେବାର କୌଣସି ଆବଶ୍ୟକତା ନାହିଁ । ଏକ ପ୍ରେସ୍ ବିବୃତି ଜାରି କରି ବିଭାଗ କହିଛି, ରାଜ୍ୟର ବିଭିନ୍ନ ଅଞ୍ଚଳରୁ ପକ୍ଷୀମାନଙ୍କ ରକ୍ତ, ଲାଳ, ନାଜାଲ ସ୍ବାବ୍, କ୍ଲୋଆକାଲ୍ ସ୍ବାବ୍ ଓ ଖାଦ୍ୟର ନମୁନା ସଂଗ୍ରହ କରାଯାଇ ପରୀକ୍ଷା କରାଯାଇଛି। କୌଣସି ରୋଗ ପ୍ରକାଶ ପାଇନାହିଁ। ସରକାର ପରିସ୍ଥିତି ଉପରେ ନଜର ରଖିଛନ୍ତି।
ସବୁଆଡେ ମାତିଛନ୍ତି ଲୁଟେରାଓଡ଼ିଶା ପୋଲିସର ନୂତନ ପଦକ୍ଷେପଚଢ଼ା ଦରରେ ବିକ୍ରି ହେଲେ ହେବ କାର୍ଯ୍ୟ ଅନୁଷ୍ଠାନକଏଦୀଙ୍କ ମୃତଦେହ ଉଦ୍ଧାରଓଡ଼ିଶା ଆସିବେ ଅମିତ୍ ଶାହପୁଣି ଟ୍ରେନରେ ଲାଗିଲା ନିଁଆଗରମ ସାଙ୍ଗକୁ ଅସହ୍ୟ ଗୁଳୁଗୁଳିଉତ୍ତର-ପୂର୍ବ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟିପ୍ରକୃତି ମିଶ୍ରଙ୍କ ଅଭିଯୋଗ ଉପରେ ସଞ୍ଜୟ ନାୟକଙ୍କ ଜବାବ, “ସତ କହିଲେ ଛାତି ଫାଟେ”ଭଙ୍ଗା ହେଲା ବାହନାଗା ହାଇସ୍କୁଲ:ହେବ ପୁନଃନିର୍ମାଣ