school

ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ: ଆଜିଠୁ ସାରା ରାଜ୍ୟରେ ବନ୍ଦ ରହିବ ସ୍କୁଲ

  • Post category:ଓଡିଶା
  • Reading time:1 mins read

ଭୁବନେଶ୍ୱର(ଏଏନଏସ): ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ। ଫଳରେ ଅସ୍ତବ୍ୟସ୍ତ ଜନଜୀବନ। ପ୍ରଚଣ୍ତ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଆଜି ଠାରୁ ସାରା ରାଜ୍ୟରେ ବନ୍ଦ ରହିବ ସ୍କୁଲ। ଏନେଇ ବିଦ୍ୟାଳୟ ଏବଂ ଗଣଶିକ୍ଷା ବିଭାଗ ପକ୍ଷରୁ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ରାଜ୍ୟର ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ ଏବଂ ବେସରକାରୀ ଶିକ୍ଷାନୁଷ୍ଠାନ ଆଜିଠୁ ବନ୍ଦ ରଖିବା ପାଇଁ ନିଷ୍ପତ୍ତି ନିଆଯାଇଛି। 

ଅନ୍ୟମାନଙ୍କୁ ଜଣାନ୍ତୁ।