ଭୁବନେଶ୍ୱର, ଚଳିତ ବର୍ଷ ଜୁନ୧୭ରୁ ହେବ OJEE ପରୀକ୍ଷା । ସୂଚନା ଅନୁସାରେ ପରୀକ୍ଷା ଜୁନ ୧୭ରୁ ୨୪ ମଧ୍ୟରେ ହେବ । ତେବେ ଏହି ଯୁଗ୍ମ ପ୍ରବେଶିକା ପରୀକ୍ଷା କମ୍ପ୍ୟୁଟର ବେସଡ ଟେଷ୍ଟ ପଦ୍ଧତିରେ ହେବ । ଏନେଇ ସୂଚନା ଦେଇଛନ୍ତି OJEE କର୍ତ୍ତୁପକ୍ଷ । ତେବେ ଏହି ପରୀକ୍ଷା ପାଇଁ ଫର୍ମପୂରଣ ମେ ୧୫ ତାରିଖ ଯାଏ କରିହେବ ।
ଗୋଟାଏ ଦିନରେ କୋଟିପତି ହେଲେ ଦିନ ମଜୁରିଆଆଜିଠୁ ରାଜ୍ୟରେ ବୁଲିଲା ୩୪ ସାଇବର ସୁରକ୍ଷା ରଥ, ଅକ୍ଟୋବର ୧୫ ଯାଏଁ କରେଇବ ସଚେତନବିହାରରେ ସରିଲା ଜାତିଗତ ଗଣନା, ରିପୋର୍ଟ ଜାରି କଲେ ସରକାରଅମିତ ଶାହାଙ୍କୁ ଭେଟିଲେ ସୌମ୍ୟସକ୍ରିୟ ଲଘୁଚାପ: ୫ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ, ମତ୍ସଜୀବୀଙ୍କୁ ସମୁଦ୍ର ନ ଯିବାକୁ ବାରଣଆଜି ମଧ୍ୟପ୍ରଦେଶ ଗସ୍ତରେ ପ୍ରଧାନମନ୍ତ୍ରୀ, ଉଦଘାଟନ କରିବେ ଦିଲ୍ଲୀ-ଭଦୋଦରା ଏକ୍ସପ୍ରେସଆଜି ମହାତ୍ମା ଗାନ୍ଧି ଓ ଶାସ୍ତ୍ରୀଙ୍କ ଜୟନ୍ତୀଆଜିଠୁ ରାଜ୍ୟର ୪ ଜିଲ୍ଲାରେ ଆରମ୍ଭ ହେବ ଲକ୍ଷ୍ମୀ ବସ ସେବା; ମୁଖ୍ୟମନ୍ତ୍ରୀ କରିବେ ଶୁଭାରମ୍ଭକଟକ ବଡ଼ ମେଡିକାଲରେ ପାଣି ସମସ୍ୟା; ରୋଗୀ ହନ୍ତସନ୍ତଅନଲାଇନ ଗେମ୍ ହେଲା ମହଙ୍ଗା; ଲାଗୁ ହେଲା ୨୮% GST