ସେପ୍ଟେମ୍ବର ୯ରୁ ୧୫ ତାରିଖ ଯାଏଁ ଓଜେଇଇ ପରୀକ୍ଷା ଅନୁଷ୍ଠିତ ହେବ । ଚଳିତବର୍ଷ ପ୍ରଥମଥର ପାଇଁ କମ୍ପ୍ୟୁଟର ଆଧାରରେ ଅନୁଷ୍ଠିତ ହେବ ଓଜେଇଇ ପରୀକ୍ଷା । ଓଜେଇଇ ପାଇଁ ବୈଷୟିକ ଶିକ୍ଷା ଓ ତାଲିମ ନିର୍ଦ୍ଦେଶାଳୟ ପକ୍ଷରୁ ଚିଠି ଲେଖାଯାଇଛି । ୧୬ ଜିଲ୍ଲାର ସରକାରୀ ପଲିଟେକନିକ ଓ ଆଇଟିଆଇ କଲେଜ ଅଧ୍ୟକ୍ଷକଙ୍କୁ ଚିଠି ଲେଖାଯାଇଛି । ଜେଇଇ ଓ ଟିସିଏସ ଅଧିକାରୀ ବିଭିନ୍ନ କଲେଜ ବୁଲି ପରୀକ୍ଷା କେନ୍ଦ୍ର ଚୟନ କରିବେ ।
ନିଜକୁ ଗୁଳି କରି ଆତ୍ମହତ୍ୟାଆମେରିକାରେ ଅନୁପ୍ରବେଶ କରୁଥିବା ୬ ଜଣଙ୍କ ମୃତ୍ୟୁକୋଟିଆ ଗସ୍ତରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଜାଣନ୍ତୁ କେଉଁଦିନ ନଖ କାଟିବେ ନାହିଁ୫ଟି ସଚିବଙ୍କ ମଧୁ ସ୍ମୃତି ପୀଠ ପରିଦର୍ଶନବିହାରରେ ବ୍ୟାପକ ହିଂସାANS NEWS SUPERFAST [email protected]ସାଉଦିଆରବରେ ପ୍ରବାସୀ ଓଡିଆଙ୍କ ଦ୍ୱାରା ପାଳିତ ହେଲା ଉତ୍କଳ ଦିବସନକଲି ସାର୍ଟିଫିକେଟ ମାମଲାରେ ବଲାଙ୍ଗୀର ଯାଇ ତଦନ୍ତ କରିବ କ୍ରାଇମବ୍ରାନଞ୍ଚମୁଖ୍ୟମନ୍ତ୍ରୀ ଭଗୱନ୍ତ ମାନଙ୍କ ଝିଅକୁ ହତ୍ୟା ଧମକ