ସୋର-୧୪.୦୫.୨୦୨୧ , କରୋନା ସଂକ୍ରମଣ ବ୍ୟାପକ ହେବା ପରେ ରାଜ୍ୟରେ ଲକଡାଉନ ଲାଗୁ ହୋଇଛି । ଲକଡାଉନ ସମୟରେ ଦେଶୀମଦ ଚୋରା ଚାଲାଣ କାରବାର ବୃଦ୍ଧି ପାଇବାରେ ଲାଗିଛି । ଏନେଇ ୩ ହଜାର ଲିଟର ଦେଶୀ ମଦ ଜବତ ହୋଇଛି । ଏକ ପିକ୍ ଅପ୍ ଭ୍ୟାନରେ ଚୋରା ଚାଲାଣ ହେଉଥିବାବେଳେ ସିମୁଳିଆ ଥାନା ଅନ୍ତର୍ଗତ ଭଗିଆ ପୋଲ ନିକଟରେ ଅବକାରୀ ବିଭାଗ ଚଢ଼ଉ କରି ମଦ ଜବତ କରିଛି । ଏହା ସହ ଜଣକୁ ଗିରଫ କରିଛି ପୋଲିସ । ଅବକାରୀ ବିଭାଗର ସୂଚନା ଅନୁସାରେ ଜବତ ମଦର ମୂଲ୍ୟ ପ୍ରାୟ ୩ ଲକ୍ଷ ଟଙ୍କାରୁ ଉର୍ଦ୍ଧ୍ବ ବୋଲି ଜଣାପଡିଛି ।
ତୁଟିଲାନି ବିବାଦ: ଅନିର୍ଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ଧାରଣା ସହ ବନ୍ଦ ଏକ ନମ୍ବର ହାଟସୁନ୍ଦରଗଡ଼ ପରେ ପୁରୀ ଜିଲ୍ଲାରେ ସ୍କ୍ରବଟାଇଫସକୁ ନେଇ ଚିନ୍ତା, ୧୨୦ ପଜିଟିଭଆଜିଠୁ ଓ୍ବାର୍ମଅପ୍ ମ୍ୟାଚ୍, ବିଶ୍ୱକପ୍ ନେଇ କାଉଣ୍ଟଡାଉନ୍ଭୁବନେଶ୍ୱର ପରେ ପୁଣି ବାରିପଦାରେ ଶିଶୁ ବଦଳ ଅଭିଯୋଗ, DNA ଟେଷ୍ଟ ପାଇଁ ଦାବିପ୍ରକାଶ ପାଇବ ଆଜି ଶ୍ରୀମନ୍ଦିର ରତ୍ନଭଣ୍ଡାର ମାମଲାର ରାୟଦାନା ବାନ୍ଧୁଛି ଲଘୁଚାପ, ୩୦ ରୁ ପ୍ରବଳ ବର୍ଷା ଚିନ୍ତାରେ ଆମେରିକା, ଉ. କୋରିଆର ପରମାଣୁ ଶକ୍ତି ବୃଦ୍ଧିରାଜ୍ୟର ୧୫ ଜିଲ୍ଲା ଭୂକମ୍ପପ୍ରବଣ, ସୂଚନା ଦେଲେ ମନ୍ତ୍ରୀ ବିଧାନସଭାରେ ବାଚସ୍ପତିଙ୍କୁ ଫିଙ୍ଗିଲେ ଡାଲି, ନିଲମ୍ବିତ ହେଲେ ଦୁଇ ବିଜେପି ବିଧାୟକଶେଷ ନିଶ୍ବାସ ତ୍ୟାଗ କଲେ ଅଭିନେତା ମିଚେଲ୍ ଗାମ୍ବେନ୍