ପୁରୀ(ଅନନ୍ତ ସିଂ), ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା ଆରମ୍ଭ ହୋଇଥିବା ଶ୍ରୀମନ୍ଦିର ପରିକ୍ରମା ଯୋଜନାକୁ ବିଭିନ୍ନ କ୍ଷେତ୍ରରୁ ସହାୟତାର ସୁଅ ଛୁଟୁଛି । ଏହି ଯୋଜନାରେ ସାମିଲ ହେବା ପାଇଁ ଏମଜିଏମ ମିନେରାଲ୍ସର ପରିଚାଳନା ନିର୍ଦ୍ଦେଶକ ପଙ୍କଜ ଲୋଚନ ମହାନ୍ତି ୧ କୋଟି ଟଙ୍କା ଦାନ କରିଛନ୍ତି । ଏହି ଦାନ ଅର୍ଥକୁ ସେ ଆଜି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କ୍ରିଷନ କୁମାରଙ୍କୁ ପ୍ରଦାନ କରିଛନ୍ତି । ଏମଏଜିଏମ୍ ମିନେରାଲ୍ସର ସିଆରଏସ୍ ପାଣ୍ଠିରୁ ଏହି ଅର୍ଥ ପ୍ରଦାନ କରାଯାଇଛି । ପଙ୍କଜ ଲୋଚନଙ୍କ ସହ କମ୍ପାନୀର ଉପଦେଷ୍ଟା ସରୋଜ କୁମାର ରାୟ ମଧ୍ୟ ଉପସ୍ଥିତ ଥିଲେ ।
ତୁଟିଲାନି ବିବାଦ: ଅନିର୍ଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ଧାରଣା ସହ ବନ୍ଦ ଏକ ନମ୍ବର ହାଟସୁନ୍ଦରଗଡ଼ ପରେ ପୁରୀ ଜିଲ୍ଲାରେ ସ୍କ୍ରବଟାଇଫସକୁ ନେଇ ଚିନ୍ତା, ୧୨୦ ପଜିଟିଭଆଜିଠୁ ଓ୍ବାର୍ମଅପ୍ ମ୍ୟାଚ୍, ବିଶ୍ୱକପ୍ ନେଇ କାଉଣ୍ଟଡାଉନ୍ଭୁବନେଶ୍ୱର ପରେ ପୁଣି ବାରିପଦାରେ ଶିଶୁ ବଦଳ ଅଭିଯୋଗ, DNA ଟେଷ୍ଟ ପାଇଁ ଦାବିପ୍ରକାଶ ପାଇବ ଆଜି ଶ୍ରୀମନ୍ଦିର ରତ୍ନଭଣ୍ଡାର ମାମଲାର ରାୟଦାନା ବାନ୍ଧୁଛି ଲଘୁଚାପ, ୩୦ ରୁ ପ୍ରବଳ ବର୍ଷା ଚିନ୍ତାରେ ଆମେରିକା, ଉ. କୋରିଆର ପରମାଣୁ ଶକ୍ତି ବୃଦ୍ଧିରାଜ୍ୟର ୧୫ ଜିଲ୍ଲା ଭୂକମ୍ପପ୍ରବଣ, ସୂଚନା ଦେଲେ ମନ୍ତ୍ରୀ ବିଧାନସଭାରେ ବାଚସ୍ପତିଙ୍କୁ ଫିଙ୍ଗିଲେ ଡାଲି, ନିଲମ୍ବିତ ହେଲେ ଦୁଇ ବିଜେପି ବିଧାୟକଶେଷ ନିଶ୍ବାସ ତ୍ୟାଗ କଲେ ଅଭିନେତା ମିଚେଲ୍ ଗାମ୍ବେନ୍