ପୁରୀ: ଦୀର୍ଘ ୯ ମାସ ପରେ ଖୋଲିଛି ଶ୍ରୀମନ୍ଦିର । କୋଭିଡ କଟକଣା ଭିତରେ ଦିଅଁ ଦର୍ଶନର ପ୍ରଥମ ସୁଯୋଗ ମିଳିଛି ସେବାୟତ ଏବଂ ତାଙ୍କ ପରିବାରବର୍ଗଙ୍କୁ । ତେବେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ପାଇଁ ନୂଆ ଏସଓପି ଜାରି କରାଯାଇଛି । ମନ୍ଦିର ଭିତରେ କେବଳ ଭକ୍ତମାନେ ଦର୍ଶନ କରି ପାରିବେ । ମନ୍ଦିର ଭିତରେ ଦୀପ ଜାଳିବା ଏବଂ ଶ୍ରୀମନ୍ଦିର ଭିତରକୁ ଭୋଗ, ଫୁଲ, ଦୀପ ନେବା ସଂପୂର୍ଣ୍ଣ ବାରଣ କରାଯାଇଛି । ମନ୍ଦିର ଭିତରେ ଥିବା କୌଣସି ପ୍ରତିମାକୁ ଛୁଇଁବାକୁ ମଧ୍ୟ ମନା କରାଯାଇଛି । ସେହିପରି ମନ୍ଦିର ପରିସରରେ ଓ ଆନନ୍ଦ ବଜାରରେ ମହାପ୍ରସାଦ ସେବନ ଉପରେ ମଧ୍ୟ ରୋକ ଲଗାଯାଇଛି ଏବଂ ମନ୍ଦିର ବାହାରେ ଓ ଭିତରେ ମାସ୍କ ପିନ୍ଧିବା ବାଧ୍ୟତାମୂଳକ କରାଯାଇଛି । ଅଣସେବାୟତଙ୍କୁ ରୋକିବା ପାଇଁ ଶ୍ରୀମନ୍ଦିର ଚାରିଦ୍ୱାରରେ ଜଗି ରହିଛନ୍ତି ପୋଲିସ।
ANS NEWS SUPERFAST [email protected]ଘୋଷଣା ହେଲା ଝାରସୁଗୁଡ଼ା ଉପନିର୍ବାଚନ ତାରିଖସାବରକରଙ୍କ ବିରୋଧରେ ଟିପ୍ସଣୀ ଦେବେନି ରାହୁଲ ଗାନ୍ଧୀଆଙ୍ଗୁଠି ଫୁଟାଇବା ହୋଇପାରେ କ୍ଷତିକାରକଦୂର ହେବ ଶୀତଳ ଭଣ୍ଡାର ସମସ୍ୟାଗାଡି ଚଲାଇ ଧରାପଡିଲେ ନାବାଳକଏନସିପି ନେତା ଫେରିପାଇଲେ ସାଂସଦ ପଦମେ ୧୦ରେ କର୍ଣ୍ଣାଟକରେ ବିଧାନସଭା ଭୋଟ୩୦ ବର୍ଷ ଧରି ବଧୂବେଶବଢ଼ୁଛି କରୋନା ସଂକ୍ରମଣ