You are currently viewing ବିଧାନସଭାରେ ବିରୋଧୀଙ୍କ ହଟ୍ଟଗୋଳ; ୧୧.୩୦ ଯାଏଁ ଗୃହ ମୁଲତବି

ବିଧାନସଭାରେ ବିରୋଧୀଙ୍କ ହଟ୍ଟଗୋଳ; ୧୧.୩୦ ଯାଏଁ ଗୃହ ମୁଲତବି

ଭୁବନେଶ୍ୱର, ଆଜିଠାରୁ ବଜେଟ ଅଧିବେଶନର ଦ୍ୱିତୀୟ ପର୍ଯ୍ୟାୟ ଆରମ୍ଭ ହୋଇଛି । ଗୃହ କାର୍ଯ୍ୟ ଆରମ୍ଭରୁ ବିଧାନସଭାରେ ବିରୋଧୀଙ୍କ ହଟ୍ଟଗୋଳ ଦେଖିବାକୁ ମିଳିଛି । ଗୃହର ମଧ୍ୟ ଭାଗକୁ ଆସି ବିରୋଧୀ ବିଜେପି ଓ କଂଗ୍ରେସ ସଦସ୍ୟ ହଟ୍ଟଗୋଳ କରିଛନ୍ତି । ଧାନ କିଣାବିକା ପ୍ରସଙ୍ଗକୁ ନେଇ ବିଜେପି ଓ କଂଗ୍ରେସ ସଦସ୍ୟଙ୍କ ହଟ୍ଟଗୋଳ । ଏନେଇ ଦିନ ୧୧.୩୦ ଯାଏଁ ଗୃହକୁ ମୁଲତବି କଲେ ବାଚସ୍ପତି ଡକ୍ଟର ସୂର୍ଯ୍ୟନାରାୟଣ ପାତ୍ର ।

ଅନ୍ୟମାନଙ୍କୁ ଜଣାନ୍ତୁ।