ଭୁବନେଶ୍ୱର, ଆଜିଠାରୁ ବଜେଟ ଅଧିବେଶନର ଦ୍ୱିତୀୟ ପର୍ଯ୍ୟାୟ ଆରମ୍ଭ ହୋଇଛି । ଗୃହ କାର୍ଯ୍ୟ ଆରମ୍ଭରୁ ବିଧାନସଭାରେ ବିରୋଧୀଙ୍କ ହଟ୍ଟଗୋଳ ଦେଖିବାକୁ ମିଳିଛି । ଗୃହର ମଧ୍ୟ ଭାଗକୁ ଆସି ବିରୋଧୀ ବିଜେପି ଓ କଂଗ୍ରେସ ସଦସ୍ୟ ହଟ୍ଟଗୋଳ କରିଛନ୍ତି । ଧାନ କିଣାବିକା ପ୍ରସଙ୍ଗକୁ ନେଇ ବିଜେପି ଓ କଂଗ୍ରେସ ସଦସ୍ୟଙ୍କ ହଟ୍ଟଗୋଳ । ଏନେଇ ଦିନ ୧୧.୩୦ ଯାଏଁ ଗୃହକୁ ମୁଲତବି କଲେ ବାଚସ୍ପତି ଡକ୍ଟର ସୂର୍ଯ୍ୟନାରାୟଣ ପାତ୍ର ।
ଓଟିଟିରେ ରିଲିଜ୍ ହେବ ଅକ୍ଷୟଙ୍କ ‘ଓ ମାଇଁ ଗଡ୍-୨’ ଚଳଚ୍ଚିତ୍ରମହାନଦୀ ବ୍ରିଜରେ ଦୁର୍ଘଟଣା: ବିପଦଜନକ ଭାବେ ଝୁଲି ରହିଛି ଯାତ୍ରୀବାହୀ ବସ୍ବିଧାନସଭା ଆରମ୍ଭରୁ ବିରୋଧୀଙ୍କ ନାରାବାଜି; ଅପରାହ୍ନ ୪ଟା ଯାଏଁ ଗୃହ ମୁଲତବିହବିଷ୍ୟାଳୀ ଯୋଜନାରେ ଆଜିଠୁ ନାମ ପଞ୍ଜୀକରଣଆମେରିକାର ମେରିଲ୍ୟାଣ୍ଡରେ ଉନ୍ମୋଚିତ ହେବ ଆମ୍ବେଦକରଙ୍କ ସବୁଠୁ ବଡ ପ୍ରତିମୂର୍ତ୍ତିଲୋକସେବା ଭବନରେ ଲାଗିଲା ନିଆଁଦ୍ୱିତୀୟ ମ୍ୟାଲେରିଆ ଟିକା R21 / Matrix-M ଟିକାକୁ ଅନୁମତି ଦେଲା WHOପୂର୍ବଭଳି ତ୍ଵଚାର ଚମକକୁ ଫେରାଇ ଆଣିବାକୁ ଚାହାନ୍ତି, ତେବେ ଜାଣନ୍ତୁ ପାରାଦୀପ ବନ୍ଦର ହେବ ଗ୍ରିନ୍ ହାଇଡ୍ରୋଜେନ୍ ରପ୍ତାନି ହବ୍ଦିନିକିଆ ଓଡ଼ିଶା ଗସ୍ତରେ କେନ୍ଦ୍ରମନ୍ତ୍ରୀ ଅନୁରାଗ ଠାକୁର ଓ ଧର୍ମେନ୍ଦ୍ର ପ୍ରଧାନ